ରାତି ପାହିଲେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଚନ୍ଦନଯାତ୍ରା: ଚୂଡାନ୍ତରେ ପ୍ରସ୍ତୁତି

ରମ୍ଭା:୧୬।୫: ଗତ ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ରମ୍ଭା ଚନ୍ଦନଯାତ୍ରା ବିଧିବିଧାନ ସହକାରେ ପାଳନ କରାଯାଉଥିଲା। ହେଲେ ଚଳିତ ବର୍ଷ କରୋନା କଟକଣା ହଟିବା ପରେ ସ୍ଥାନୀୟ ବାସିନ୍ଦା ଓ ଶାନ୍ତି କମିଟି ପକ୍ଷରୁ ବହୁ ଆଡ଼ମ୍ବରରେ ଚନ୍ଦନଯାତ୍ରା ପାଳିତ ହେବାକୁ ଯାଉଛି। ରାତି ପାହିଲେ ରମ୍ଭା ଚନ୍ଦନଯାତ୍ରା। ଏଥିପାଇଁ ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତରେ ପହଞ୍ଚିଛି। ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ଆଇନ ଶୃଙ୍ଖଳା ଓ ଶାନ୍ତି ରକ୍ଷା କରିବା ପାଇଁ ଏକ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଏଥିସହ ଏସ୍‌ଆଇ, ଏଏସ୍‌ଆଇ, କନଷ୍ଟେବଳ ଓ ହୋମଗାର୍ଡ ମଧ୍ୟ ମୁତୟନ ହୋଇଛନ୍ତି। ତେବେ ବିଶୃଙ୍ଖଳା ସୃଷ୍ଟି କଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରମ୍ଭା ଥାନା ଅଧିକାରୀ ପି. ସ୍ବରୂପ କିଷାନ ସୂଚନା ଦେଇଛନ୍ତି। ଏଥିସହ ମନରୋଞ୍ଜନ ଲାଗି ବହୁ ଉଚ୍ଚତା ସମ୍ପର୍ଣ୍ଣ ମେଢ଼ ନିର୍ମାଣ ସହ ସୁନ୍ଦର ତୋରଣମାନ, ରାମଦୋଳି ଇତ୍ୟାଦି ପସରା ମେଲିଥିବା ଝଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?