Posted inଖେଳ

କୋହଲିଙ୍କୁ ଦୁର୍ଭାଗ୍ୟଶାଳୀ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଇସଲାମାବାଦ୍‌,୨୮।୬: ବିରାଟ କୋହଲିଙ୍କ ନେତୃତ୍ୱଧୀନ ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହୋଇଛି। ଏହି ପରାଜୟ ପରେ ଅଧିନାୟକ ବିରାଟ କୋହଲିଙ୍କୁ ସମାଲୋଚନା କରାଯାଉଛି। ତାଙ୍କ ଅଧିନାୟକତ୍ୱ ଉପରେ ମଧ୍ୟ ପ୍ରଶ୍ନ ଉଠିଛି। ସେପଟେ ପୂର୍ବତନ ପାକିସ୍ତାନୀ କ୍ରିକେଟର କମ୍ରାନ ଅକମଲ କୋହଲିଙ୍କୁ ସପକ୍ଷରେ ଯୁକ୍ତି ବାଢିଛନ୍ତି। ସେ କୋହଲିଙ୍କୁ ଜଣେ ମହାନ ଅଧିନାୟକ ବୋଲି ବର୍ଣ୍ଣନା କରିଛନ୍ତି। ଅକମଲ କହିଛନ୍ତି ଯେ, ଆଇସିସି ଟାଇଟଲ ବ୍ୟତୀତ କୋହଲି ସବୁକିଛି ଜିତିଛନ୍ତି। ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଅକମଲ କହିଛନ୍ତି ଯେ, ବିରାଟ କୋହଲି ଜଣେ ବଡ଼ ଖେଳାଳି ଏବଂ ଜଣେ ମହାନ ଅଧିନାୟକ। ସେ ବହୁତ ଆକ୍ରମଣାତ୍ମକ ଏବଂ ଭାବପ୍ରବଣ ଅଟନ୍ତି। କେଉଁ ଅଧିନାୟକ ଆସିଲେ ସେ କେବଳ ଭାରତୀୟ କ୍ରିକେଟ ଆଗକୁ ନେଇଥିଲେ। ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ଭାରତ ଅନେକ ସିରିଜ ଜିତିଛି। କିନ୍ତୁ ସେ ଟିକେ ଦୁର୍ଭାଗ୍ୟଶାଳୀ। ଏହି କାରଣରୁ ସେ ଆଇସିସି ଟାଇଟେଲ୍‌ ଜିତିିପାରୁ ନାହାନ୍ତି ବୋଲି ସେ କହିଛନ୍ତି। ଆଇସିସି ଟ୍ରଫି ନ ଜିତିବା ମାନେ ନୁହେଁ, ସେ ଜଣେ ମହାନ କ୍ରିକେଟର୍‌ ହୋଇପାରିବେ ନାହିଁ। ଏହା ଭାବିବା ସମ୍ପୂର୍ଣ୍ଣ ଭୁଲ ବୋଲି ସେ କହିଛନ୍ତି।

ଆଇସିସି ଟାଇଟଲ ଜିତିବାରେ କୋହଲି ସମ୍ପୂର୍ଣ୍ଣ ଦୋଷୀ ନୁହଁନ୍ତି। ଅନ୍ୟ ଜଣେ ଅଧିନାୟକ ଆସି ଭାରତ ଆଇସିସି ଟ୍ରଫି ପାଇପାରିବେ ବୋଲି ଗ୍ୟାରେଣ୍ଟି କ’ଣ? ଏକ ଦଳ ଭାବରେ ସେମାନଙ୍କୁ ବିଶ୍ଳେଷଣ କରିବାକୁ ପଡିବ ଯେ ସେମାନେ କାହିଁକି ବଡ଼ ଇଭେଣ୍ଟ ଜିତୁ ନାହାଁନ୍ତି। କେବଳ କୋହଲିଙ୍କୁ ଦୋଷ ଦେବା ଭୁଲ ଅଟେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri