Posted inଖେଳ

ଭାଜପାରେ ସାମିଲ ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

କୋଲକତା,୨୫।୨: ପୂର୍ବତନ କ୍ରିକେଟର ମନୋଜ ତିୱାରୀଙ୍କ ପରେ ଅଶୋକ ଡିିଣ୍ଡା ମଧ୍ୟ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ନିଜର ରାଜନୈତିକ ଯାତ୍ରା ଆରମ୍ଭ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିଓଙ୍କ ଉପସ୍ଥିତିରେ ଡିଣ୍ଡା ଭାଜପାରେ ଯୋଗ ଦେଇଛନ୍ତି। ନିକଟରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିଲେ। ଏହାପୂର୍ବରୁ ମନୋଜ ତିୱାରୀ ଶାସକ ତୃଣମୂଳ କଂଗ୍ରେସ ଦଳରେ ଯୋଗଦେବାକୁ ଘୋଷଣା କରିଥିଲେ।
ସୂଚନାଯୋଗ୍ୟ, ୩୬ ବର୍ଷୀୟ ଡିଣ୍ଡା ଭାରତ ପାଇଁ ୧୩ଟି ଏକଦିବସୀୟ ଏବଂ ୯ଟି -୨୦ ମ୍ୟାଚ ଖେଳିଥିଲେ। ୨୦୦୯ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ଡିଣ୍ଡା ଏକ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ଶ୍ରୀଲଙ୍କା ବିପକ୍ଷରେ ନାଗପୁର ଟି -୨୦ରେ ପ୍ରଥମ ଥର ଖେଳିବାର ସୁଯୋଗ ପାଇଥିଲେ। ଏହା ପରେ ସେ ୨୦୧୦ରେ ଜିମ୍ବାୱେ ବିପକ୍ଷରେ ଏକ ଏକଦିବସୀୟ ଡେବ୍ୟୁ କରିବାରେ ମଧ୍ୟ ସଫଳ ହୋଇଥିଲେ। ଭାରତ ପାଇଁ ଡିଣ୍ଡା ୧୨ଟି ଏକଦିବସୀୟ ଏବଂ ୧୭ଟି -୨୦ ଉଇକେଟ ନେଇଥିଲେ। ତେବେ ସେ ୨୦୧୩ ପରେ ଟିମ ଇଣ୍ଡିଆ ପକ୍ଷରୁ ଶେଷଥର ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri