Advertisement

ପରୀକ୍ଷା ଚାଲିଥିବା ସମୟରେ ଖସିଲା ଫ୍ୟାନ୍‌, ଛାତ୍ରୀ ଆହତ

ନିରାକାରପୁର,୨୫ା୧୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ହାଇସ୍କୁଲରେ ଫ୍ୟାନ୍‌ ଖସିପଡ଼ିବାରୁ ଜଣେ ଛାତ୍ରୀ ଆହତ ହୋଇଛନ୍ତି। କ୍ଷେତ୍ରବାସୀ ହାଇସ୍କୁଲର ଛାତ୍ରୀଛାତ୍ର ରାମେଶ୍ୱର ହାଇସ୍କୁଲରେ ଶୁକ୍ରବାର ଗଣିତ ସମ୍ମେଟିଭ୍‌ ପରୀକ୍ଷା ଦେଉଥିବା ସମୟରେ ଛାତ୍ରୀ ମୋନାଲିସା ମହାନ୍ତିଙ୍କ ଉପରେ ଫ୍ୟାନ୍‌ଟି ଖସି ପଡ଼ିଥିଲା। ଫଳରେ ତାଙ୍କର ମୁଣ୍ଡ ଫାଟି ସେ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳିକାଙ୍କୁ ୧୩ ହଜାର ଜରିମାନା

ଭଦ୍ରକ ଅଫିସ, ୭।୯ – ଭଦ୍ରକ ବାଇପାସ୍‌ ୟୁନାନି ହସ୍ପିଟାଲ ରାସ୍ତାରେ ସ୍କୁଟି ଚଳାଉଥିବା ଜଣେ ଶିକ୍ଷୟିତ୍ରୀଙ୍କୁ ୧୩ ହଜାର ଟଙ୍କା ଜରିମାନା ଦେବାକୁ ଜିଲା...

ଘରଘର ବୁଲି କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଅଙ୍ଗନଓ୍ବାଡ଼ି କର୍ମୀ

ଭବାନୀପାଟଣା,୧୭ା୪(ଡି.ଏନ୍‌.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡ଼ିଛନ୍ତି। ଏଥିରୁ ବାଦ୍‌...

ନକଲି ବିଦ୍ୟୁତ୍‌ କର୍ମଚାରୀଙ୍କ ଡକାୟତି: ଟଙ୍କା, ସୁନା ଅଳଙ୍କାର ଲୁଟ୍‌

ତିହିଡ଼ି, ୧୯।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଦୋଳସାହି ଗ୍ରାମର ଚିନ୍ତାମଣି ସାହୁଙ୍କ ଘରୁ ଶୁକ୍ରବାର ମଧ୍ୟାହ୍ନରେ ଡକାୟତି ହୋଇଛି। ଡକାୟତମାନେ...

ହାତୀପଲଙ୍କ ଉପଦ୍ରବ: ଭାଙ୍ଗିଲେ ଘର

ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାଠକଟା ପଞ୍ଚାୟତ କୁଶବଣିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିର ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ ଗ୍ରାମର ମାଳତୀ...

ବୁଡିବାକୁ ବସିଲାଣି ବାଉଁଶ ଶିଳ୍ପ; ଦୁର୍ଦ୍ଦିନରେ ବାଉଁଶ କାରିଗର

ରାଇସୁଆଁ, ୬।୧(ଡି.ଏନ.ଏ.)-ବାଉଁଶ ଶିଳ୍ପ ଏକ ଲାଭଜନକ କୁଟୀର ଶିଳ୍ପ ଥିଲା। ଏହି କୁଟୀର ଶିଳ୍ପ ମାଧ୍ୟମରେ ଶହଶହ ପରିବାର ଆତ୍ମନିର୍ଭରଶୀଳ ହୋଇ ନିଜନିଜର ଗୁଜୁରାଣ ମେଣ୍ଟାଇ...

ଭୋଜି ସାରି ଫେରୁଥିଲେ ଓଲଟିଲା ଅଟୋ

ସୋରଡ଼ା,୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତ କେଶରିପାଟନା ଗ୍ରାମର ଶୁକ୍ରବାର ଏକ ଅଟୋ ଓଲଟି ପଡ଼ିବାରୁ ଗୋଟିଏ ପରିବାରର ୭ ଜଣ...

ପଞ୍ଚଶୀଳ ନୀତି ଅର୍ଥନୈତିକ ବିକାଶରେ ବାଟ କଢ଼ାଇଥିଲା

ସାକ୍ଷୀଗୋପାଳ, ୨୨।୮ ( ଡି.ଏନ୍‌. ଏ.)-ସାକ୍ଷୀଗୋପାଳ କଲେଜରେ ‘ଓଡ଼ିଶାରେ ଗାନ୍ଧିଜୀ’ ଶୀର୍ଷକ ଏକ ଆଲୋଚନା ଗୁରୁବାର କଲେଜ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଇହିହାସ ବିଭାଗ...

ଚୌଦ୍ୱାର ପୋଲିସ ପକ୍ଷରୁ ‘ଫାଇଟ୍‌ ଏଗ୍‌ନେଷ୍ଟ କୋଭିଡ୍‌-୧୯’ ପୁସ୍ତକ ବଣ୍ଟନ:  ଘରେ ରହି ଫୋନ୍‌ ଯୋଗେ ଅତ୍ୟାବଶ୍ୟକ ସାମଗ୍ରୀ ପାଇପାରିବେ ବରିଷ୍ଠ ନାଗରିକ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ.): କରୋନା ଭଳି ଭୂତାଣୁରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଏବେ ଉଦ୍‌ବେଗ ସ୍ଥିତିରେ ଗତିକରୁଛି। ଏଥିରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାରଙ୍କ...

Advertisement
Archives

Model This Week