ତିନି ମାସର ଶିଶୁ ଉପରେ ଖସିପଡିଲା ଫ୍ୟାନ୍‌

ଆନନ୍ଦପୁର,୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଯୁଗଳକିଶୋରପୁର ଗ୍ରାମରେ ଫ୍ୟାନ୍‌ ଖସି ତିନି ମାସର ଶିଶୁ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ଶିଶୁର ଚିକିତ୍ସା ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାୟକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ଗ୍ରାମର ରବିନ୍ଦ୍ର ସୋରେନଙ୍କ ତିନି ମାସର ପୁଅ ଶୋଇଥିବା ଅବସ୍ଥାରେ ଫ୍ୟାନ୍‌ ଖସି ପଡିଥିଲା। ଫଳରେ ଶିଶୁର ମୁଣ୍ଡରେ ଆଘାତ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁଟୁରା ଶିକାର, ୧୨ ଗିରଫ

କଣିହାଁ,୭ା୨(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ତରଫରୁ କୁଟୁରା ଶିକାର ଅଭିଯୋଗରେ ୧୨ ଜଣଙ୍କୁ ଗିରଫ ପରେ ଶନିବାର ରାତିରେ କୋର୍ଟ ଚାଲାଣ କରାଯାଇଛି। ରେଞ୍ଜ...

ଅତିରିକ୍ତ ତହସିଲଦାର ପରିଚୟ ଦେଇ ଜରିମାନା ଆଦାୟ ଅଭିଯୋଗ: ଖବରଦାତାଙ୍କ ବିରୋଧରେ ତହସିଲଦାରଙ୍କ ଏତଲା

ଚନ୍ଦ୍ରଗିରି,୨୩ା୮(ଡି.ଏନ.ଏ.)- ଅତିରିକ୍ତ ତହସିଲଦାର ପରିଚୟ ଦେଇ ବାଲି ଟ୍ରାକ୍ଟର ମାଲିକଙ୍କଠାରୁ ଜରିମାନା ଆଦାୟ କରିବା ଅଭିଯୋଗରେ ଜଣେ ଦୈନିକ ଓଡିଆ ଖବରକାଗଜ (ଧରିତ୍ରୀ ନୁହେଁ) ଏଜେଣ୍ଟ/ଖବରଦାତାଙ୍କ...

ପାଠ ପଢ଼ାଇବାବେଳେ ଶିଶୁପୁତ୍ରକୁ ସିଗାରେଟ୍‌ ଚେଙ୍କ

ଚଣ୍ଡିଖୋଲ/ଛତିଆ,୧୫ା୩(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆ ନିକଟସ୍ଥ ଗୋପପୁର ଛକରେ ଘରଭଡ଼ା ନେଇ ରହୁଥିବା ବଡ଼ଚଣା ବ୍ଲକ ଅନ୍ତର୍ଗତ କାଇମାଟିଆ ଗ୍ରାମର ରଶ୍ମି ମହାପାତ୍ର ପାଠ ନ...

ଟ୍ରାନ୍ସଫର୍ମର ପୋଡି ୧୫ଦିନ ହେଲା ଜଳଯୋଗାଣ ବନ୍ଦ

ଜହ୍ନାପଙ୍କ,୧୯।୭(ଡି.ଏନ.ଏ.)-ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ନାରାୟଣ ନଗରରେ ଟ୍ରାନ୍ସଫର୍ମର ପୋଡିଯିବାରୁ ୧୫ଦିନ ହେଲା ଜଳଯୋଗାଣ ବନ୍ଦ ରହିଛି । ଫଳରେ ଲୋକମାନେ ପାଣି ପାଇଁ...

ହୋଲିରେ ଅଘଟଣ: ଇନ୍ଦାବତୀରେ ଗାଧୋଇବା ବେଳେ ବୁଡ଼ିଯାଇ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ୩ ବନ୍ଧୁ

ନବରଙ୍ଗପୁର,୧୦।୩(ବି.ପ୍ର.): ନବରଙ୍ଗପୁର ସହର ଇନ୍ଦ୍ରାବତୀ ନଦୀରେ ବୁଡ଼ି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଇଚ୍ଛାବତୀଗୁଡ଼ାର ଆଦିତ୍ୟ ନାୟକ(୨୫)। ହୋଲି ଖେଳ ସରିବା...

ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ: ଖାଲି ପଡ଼ିଛି ୩୬ ଡାକ୍ତର ପଦବୀ

ଜଗତ୍‌ସିଂହପୁର ଅଫିସ,୧୬ା୧୨: ସ୍ବାସ୍ଥ୍ୟ ସେବାରେ ସୁଧାର ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସରକାର ଯୋଜନା ପ୍ରଣୟନ କରିଛନ୍ତି। ଏହି ଅନୁଯାୟୀ ଜଗତ୍‌ସିଂହପୁର ଜିଲା...

କୁଆଖାଇ ନଦୀବନ୍ଧ ସଂଲଗ୍ନ ରାସ୍ତା ଜବରଦଖଲକୁ ବିରୋଧ: ହାଇକୋର୍ଟରେ ଜନସ୍ବାର୍ଥ ମାମଲ

କଟକ ଅଫିସ, ୨୧ା୯: କୁଆଖାଇ ନଦୀବନ୍ଧ ସଂଲଗ୍ନ ମଞ୍ଚେଶ୍ୱରଠାରୁ କାନପୁର ରାସ୍ତାର ଦକ୍ଷିଣ ପାର୍ଶ୍ୱକୁ ବେଆଇନ ଭାବେ ଜବରଦଖଲ କରାଯାଇଛି। ଏହାକୁ ବିରୋଧ କରି ଶୁକ୍ରବାର...

କେରଳ, ମଧ୍ୟପ୍ରଦେଶରେ ଫସିଛନ୍ତି ୧୫୦ ଶ୍ରମିକ

ରଣପୁର, ୧୮ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ରଣପୁର ବ୍ଲକ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ କେରଳ ଓ ମଧ୍ୟପ୍ରଦେଶରେ ଫସିରହିଛନ୍ତି। କେରଳ ରାଜ୍ୟର ତ୍ରିବେନ୍ଦ୍ର ହାଉସିଂ...

Advertisement
Archives

Model This Week