ପୋଖରୀକୁ ଗାଧୋଇବାକୁ ଯାଇ ଫେରିଲେନି ବାପା-ଝିଅ

ନୂଆପଡ଼ା ଅଫିସ, ୭।୯: ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି ବାପା ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡା ସଦର ଥାନା ନୂଆପଡା ଏନଏସିର ୮ ନଂ. ୱାର୍ଡ ସାଲେଭଟା ଗାଁରେ। ସୋମବାର ପୂର୍ବାହ୍ନରେ ଗାଁର ରୋହିତ ମାଝି ୫ ବର୍ଷର ଝିଅ ଦେବୀକାକୁ ନେଇ ଗାଁର ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଝିଅ ଗାଧୋଉ ଥିବା ବେଳେ ବୁଡି ଯାଉଥିଲେ। ଚିତ୍କାର ଶୁଣି ପୋଖରୀ ହୁଡ଼ା ଉପରେ ବସିଥିବା ବାପା ଝିଅକୁ ଉଦ୍ଧାର କରିବାକୁ ଯାଇଥିଲେ। ମାତ୍ର ସେ ମଧ୍ୟ ବୁଡ଼ି ଯାଇଥିଲେ।
ଅନ୍ୟପଟେ ରୋହିତ ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ପରେ ପୋଖରୀ ହୁଡ଼ାରେ ଗାମୁଛା ଓ ଚପଲ ଦେଖି ପାଣିରେ ଖୋଜିଥିଲେ। ପାଣି ଭିତରୁ ବାପ-ଝିଅଙ୍କ ମୃତଦେହ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ହେଲାଣି ଗଛରେ ଉଡୁଛି ଜାତୀୟ ପତାକା

ନୀଳଗିରି, ୧୭।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଏକ ପଣସ ଗଛରେ ଦୀର୍ଘ ୩ ମାସ ଧରି ଏକ ଜାତୀୟ ପତାକା...

ବୌଦ୍ଧରେ ସୀମିତ ସେବାୟତରେ ହେବ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା  

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା ମହାମାରୀର ପ୍ରଭାବ ଚଳିତବର୍ଷ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଉପରେ ପଡିଛି। ଏଥର ବୌଦ୍ଧରେ ଗଡଜାତ ଅମଳରୁ ଚାଲି ଆସୁଥିବା ପରମ୍ପରା ଭଙ୍ଗ କରାଯାଇ ଶ୍ରୀଜଗନ୍ନାଥଙ୍କ...

ଦ୍ୱିତୀୟ ଥର ପାଇଁ ଇଣ୍ଡିଆ ବୁକଅଫ ରେକର୍ଡ଼

ଜୁନାଗଡ଼,୧୬।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ମୁଣ୍ଡରାଗୁଡା ପଞ୍ଚାୟତ ଚିଲିଗୁଡା ଗ୍ରାମର ସ୍ବୟଂଶିବ ଜୋଶୀ ଇଣ୍ଡିଆ ବୁକଅଫ ରେକର୍ଡରେ ନିଜ ସ୍ଥାନ ଦ୍ୱିତୀୟ ଥର...

ଆମ୍ବୁଲାନ୍ସରୁ ସରିଗଲା ତେଲ: ଡାକ୍ତରଖାନା ଯିବା ରାସ୍ତାରେ ଆଖିବୁଜିଲେ ମା’, ଗର୍ଭସ୍ଥ ଶିଶୁ

ବାରିପଦା ଅଫିସ,୫।୧୦: ଡାକ୍ତରଖାନା ଯିବା ରାସ୍ତାରେ ଆମ୍ବୁଲାନ୍ସରୁ ତେଲ ସରିଯିବାରୁ ଗର୍ଭବତୀ ମହିଳା ଏବଂ ତାଙ୍କ ଗର୍ଭସ୍ଥ ଶିଶୁର ମୃତ୍ୟୁ। ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା...

ସିଏଏ ସପକ୍ଷରେ ଶୋଭାଯାତ୍ରା

ବାଲେଶ୍ୱର ଅଫିସ,୧୦।୨: ବାଲେଶ୍ୱର ଅଟଳ ସ୍ମୃତି କମିଟି ପକ୍ଷରୁ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷରେ ସୋମବାର ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଶୋଭାଯାତ୍ରା ଗୋପାଳଗାଁର...

ଜି.ଉଦୟଗିରି ନିର୍ବାଚନମଣ୍ଡଳୀରେ ବିଜେଡିର ସାଲୁଗା ବିଜୟୀ

ଦାରିଙ୍ଗବାଡ଼ି,୨୪।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ବିଜୟୀ ହୋଇଛନ୍ତି। ସାଲୁଗା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଶ୍ୟାମଘନ...

ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟରେ ଅସନ୍ତୋଷ : ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋର୍‌ଦାର

କେନ୍ଦୁଝର,୨୧।୮(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କେନ୍ଦୁଝର ଜିଲା ମୁଖ୍ୟାଳୟଠାରେ ଥିବା ଦ୍ୱିତୀୟ କ୍ୟାମ୍ପସରେ ବ୍ୟାପକ ଅବ୍ୟବସ୍ଥା ନେଇ ଛାତ୍ରୀଛାତ୍ର ବୁଧବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏନେଇ ସେମାନେ...

ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ: କାଜୁ ଗୋଟାଉ ଗୋଟାଉ କଚାଡ଼ି ଦେଲା ମହିଳାଙ୍କୁ

ଖୋର୍ଦ୍ଧା ଅଫିସ,୩।୪: ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ ଦେଖା ଦେଇଛି। ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଟାଙ୍ଗି ବନାଞ୍ଚଳ ଡମଣଭୂଇଁରେ ଏହି ଘଟଣା...

Advertisement
Archives

Model This Week