ପୋଖରୀକୁ ଗାଧୋଇବାକୁ ଯାଇ ଫେରିଲେନି ବାପା-ଝିଅ

ନୂଆପଡ଼ା ଅଫିସ, ୭।୯: ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି ବାପା ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡା ସଦର ଥାନା ନୂଆପଡା ଏନଏସିର ୮ ନଂ. ୱାର୍ଡ ସାଲେଭଟା ଗାଁରେ। ସୋମବାର ପୂର୍ବାହ୍ନରେ ଗାଁର ରୋହିତ ମାଝି ୫ ବର୍ଷର ଝିଅ ଦେବୀକାକୁ ନେଇ ଗାଁର ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଝିଅ ଗାଧୋଉ ଥିବା ବେଳେ ବୁଡି ଯାଉଥିଲେ। ଚିତ୍କାର ଶୁଣି ପୋଖରୀ ହୁଡ଼ା ଉପରେ ବସିଥିବା ବାପା ଝିଅକୁ ଉଦ୍ଧାର କରିବାକୁ ଯାଇଥିଲେ। ମାତ୍ର ସେ ମଧ୍ୟ ବୁଡ଼ି ଯାଇଥିଲେ।
ଅନ୍ୟପଟେ ରୋହିତ ଘରକୁ ଫେରିବାରେ ବିଳମ୍ବ ହେବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ପରେ ପୋଖରୀ ହୁଡ଼ାରେ ଗାମୁଛା ଓ ଚପଲ ଦେଖି ପାଣିରେ ଖୋଜିଥିଲେ। ପାଣି ଭିତରୁ ବାପ-ଝିଅଙ୍କ ମୃତଦେହ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଅତିରିକ୍ତ ତହସିଲଦାରଙ୍କୁ ଦୁର୍ବ୍ୟବହାର : ଭାଜପାର ପୂର୍ବତନ ଜିଲା ସଭାପତିଙ୍କ ନାମରେ ଏତଲା

ବାରିପଦା ଅଫିସ/ରାସଗୋବିନ୍ଦପୁର,୧୦ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ କାର୍ଯ୍ୟାଳୟରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଧମକ ଦେଇଥିବା ଅଭିଯୋଗରେ ଭାଜପାର ପୂର୍ବତନ ଜିଲା ସଭାପତି କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ: ବ୍ରାହ୍ମଣୀଗାଁ ଫରେଷ୍ଟର ଗିରଫ

ବ୍ରହ୍ମପୁର ଅଫିସ,୩୦ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ରବିବାର ଭିଜିଲାନ୍ସ...

ଟ୍ରେନ୍‌ରେ କଟି ରେଳ କର୍ମଚାରୀଙ୍କ ଜୀବନ ଗଲା

ବାଲେଶ୍ୱର ଅଫିସ,୨୮ା୮: ବାଲେଶ୍ୱର ଜିଲାର ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ଜଳେଶ୍ୱର ରେଳ ଷ୍ଟେଶନରେ କାର୍ଯ୍ୟ କରୁଥିବା ରେଳ କର୍ମଚାରୀ ବାବୁଲାଲ୍‌ ହେମ୍ରମଙ୍କର ଟ୍ରେନରେ...

ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ପରଲୋକ

ଭଣ୍ଡାରିପୋଖରୀ, ୯ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପୁରସ୍ତମ ସେଠୀଙ୍କ ସୋମବାର ସକାଳ ସାଢେ ୭ଟା ବେଳେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନ ଧରି...

ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ

ପୁରୀ ଅଫିସ,୨୮।୮: ପୁରୀରେ ହେବ ଅତ୍ୟାଧୁନିକ ମାଛ ମାର୍କେଟ। ପ୍ରାରମ୍ଭିକ ପର୍ଯ୍ୟାୟରେ ଥିବା ଏହି ପ୍ରକଳ୍ପକୁ ଖୁବ୍‌ଶୀଘ୍ର ଚୂଡ଼ାନ୍ତ ରୂପ ଦିଆଯିବ। ପୁରୀ ସହରର ସମସ୍ତ...

ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସମ୍ପର୍କରେ ଗ୍ରାମାଞ୍ଚଳ ବାସିନ୍ଦାଙ୍କୁ ସଚେତନ କରାଇବା ନିମନ୍ତେ ଏକ ବୈଠକ ରବିବାର କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ...

୮ଜଣଙ୍କୁ ବାନ୍ଧିଲା ପୋଲିସ

ଢେଙ୍କାନାଳ ଅଫିସ, ୫।୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ତହସିଲ ଇନ୍ଦିପୁର ଗୁଣ୍ଡୁରାପଶି ପଥର ଖଣିରେ ଚଢ଼ାଉ ବେଳେ ପ୍ରଶାସନିକ ଅଧିକାରୀଙ୍କ ଉପରେ ହୋଇଥିବା ଆକ୍ରମଣ ମାମଲାରେ ପୋଲିସ...

ଜରି ବସ୍ତାରେ ଧାନ କିଣାକୁ ନେଇ ବିବାଦ

ପଦ୍ମପୁର,୨୦।୨(ଡି.ଏନ.ଏ.)-ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାବରଙ୍ଗଠାରେ ମହିଳା ମହାସଂଘ ପକ୍ଷରୁ ଗୋରାମାଟି ଓ ସାବରଙ୍ଗ ପଞ୍ଚାୟତର ଚାଷୀଙ୍କଠାରୁ ଧାନ କିଣା ଯାଉଛି। ପ୍ରଥମରୁ ଝୋଟ...

Advertisement
Archives

Model This Week