ବିବାହ କଥା ଉଠିବାରୁ ଏହି ଅଭିନେତ୍ରୀଙ୍କ ସହ କଥା ହେଉ ନ ଥିଲେ ବାପା

ଆଜି ବଲିଉଡ୍‌ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ବିବାହ ବାର୍ଷିକୀ। ଉଭୟ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହା ପ୍ରସ୍ତାବକୁ ପ୍ରଥମେ କାଜଲଙ୍କ ବାପା ଗ୍ରହଣ କରି ନ ଥିଲେ। ଏନେଇ ସେ ଏକ ସପ୍ତାହ ଝିଅଙ୍କ ସହ ସେ କଥା ସହୋଇ ନ ଥିଲେ। ଅଜୟଙ୍କ ସହ ବିବାହ କରିବା କଥା ଉଠାଇବା ନେଇ ଝିଅଙ୍କ ଉପରେ ସେ ରାଗି ଯାଇଥିଲେ।
କାଜଲ ବିବାହ କରନ୍ତୁ ବୋଲି ବାପା ଚାହୁଁ ନ ଥିଲେ। କ୍ୟାରିୟରର ଶିଖରରେ ପହଞ୍ଚି ପଛକୁ ଫେରନ୍ତୁ ବୋଲି ସେ ଚାହୁଁ ନ ଥିଲେ। ଏ ନେଇ ସେ କାଜୋଲଙ୍କ ସହ ସେ ଏକ ସପ୍ତାହ କଥା ହୋଇ ନ ଥିଲେ। କିନ୍ତୁ ପରିଶେଷରେ ହଁ ଭରିବା ପରେ ଉଭୟଙ୍କ ବିବାହ ହୋଇ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri