ବିବାହ ବିଚ୍ଛେଦକୁ ନେଇ ଏବେ ମୁହଁ ଖୋଲିଲେ ଶ୍ୱଶୁର

ମୁମ୍ବାଇ: ଟଲିଉଡ୍‌ର ଚର୍ଚ୍ଚିିତ ଦମ୍ପତି ନାଗା ଚୈତନ୍ୟ-ସାମନ୍ଥା ରୁଥ୍‌ ପ୍ରଭୁ ନିଜର ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଦୁହେଁ ଏକ ଫିଲ୍ମ ଶୁଟିଂ ସମୟରେ ପ୍ରେମରେ ପଡିଥିଲେ। କିଛି ଦିନ ଡେଟିଂ ପରେ ୨୦୧୭ରେ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ବିବାହର ୪ ବର୍ଷ ପରେ ପ୍ରଶଂସକମାନେ ଏହିି ଦମ୍ପତିଙ୍କଠାରୁ ଖୁସି ଖବର ଆଶା କରୁଥିଲେ, କିନ୍ତୁ ତାଙ୍କର ୪ର୍ଥ ବିବାହ ବାର୍ଷିକୀ ପୂର୍ବରୁ ସେ ଛାଡପତ୍ର ଦେଇ ନିଜ ପ୍ରଶଂସକଙ୍କୁ ଚକିତ କରି ଦେଇଥିଲେ।
୨୦୨୧ ଅକ୍ଟୋବର ୨ରେ ତାଙ୍କର ଛାଡପତ୍ର ହୋଇଥିଲା। ଏହା ମନୋରଞ୍ଜନ ଶିଳ୍ପ ଏବଂ ଏହାର ପ୍ରଶଂସକଙ୍କ ପାଇଁ ଏକ ଦୁଃଖର ଖବର ଥିଲା।
ବର୍ତ୍ତମାନ କିଛି ମାସ ପରେ ସାମନ୍ଥାଙ୍କ ଶ୍ୱଶୁର ତଥା ସାଉଥ୍‌ ଷ୍ଟାର ନାଗାର୍ଜୁନ ଏକ ସାକ୍ଷାତକାରରେ ଏହି ବିଷୟରେ ଖୋଲାଖୋଲି ଭାବରେ ନିଜର ମତ ଦେଇଛନ୍ତି। ସେ କହିଛନ୍ତି ଯେ, ସେ ତାଙ୍କ ପୁଅ ପାଇଁ ବହୁତ ଗର୍ବିତ। ସେହି ପରିସ୍ଥିତିକୁ ନାଗା ଯେଉଁ ଭଳି ଭାବେ ନିୟନ୍ତ୍ରଣ କରିଛନ୍ତି ତାହା ଗର୍ବର ବିଷୟ ହୋଇପାରେ। ମୋ ଅପେକ୍ଷା ସେହି ପରିସ୍ଥିତିରେ ନାଗା ମୋ ବିଷୟରେ ଅଧିକ ଚିନ୍ତା କରୁଥିଲେ। ଦମ୍ପତିଙ୍କ ଛାଡପତ୍ର ଘୋଷଣା ହେବାର ତିନି ମାସ ବିତିଗଲାଣି। କିନ୍ତୁ ଏହା ପଛର ପ୍ରକୃତ କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri