ଜ୍ୱାଇଁଙ୍କ ଛୁରା ମାଡ଼ରେ ଶ୍ୱଶୁର ଗୁରୁତର

ହିଞ୍ଜିଳିକାଟୁ,୧୩ା୬(ଡି.ଏନ୍‌.ଏ)-ହିଞ୍ଜିଳି ଥାନା ଗଣ୍ଡଳାରେ ସୋମବାର ଜ୍ୱାଇଁଙ୍କ ଛୁରା ମାଡ଼ରେ ଶ୍ୱଶୁର ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ଆହତ ଶ୍ୱଶୁର ହେଲେ କଙ୍କୋରଡ଼ା ଗ୍ରାମର ସୀମାଞ୍ଚଳ ଦାସ। ସୀମାଞ୍ଚଳଙ୍କ ଝିଅ ହିଞ୍ଜିଳି ଥାନା ଗଣ୍ଡଳା ଗ୍ରାମ ଟୁକୁନା ନାୟକଙ୍କୁ ବିବାହ କରିଥିଲେ। ଜ୍ୱାଇଁ ଓ ଝିଅଙ୍କ ମଧ୍ୟରେ ଉପୁଜିଥିବା ଗଣ୍ଡଗୋଳକୁ ସମାଧାନ ପାଇଁ ସୀମାଞ୍ଚଳ ଗଣ୍ଡଳା ଆସିଥିଲେ। ଜ୍ୱାଇଁ ଓ ଝିଅଙ୍କ ଗଣ୍ଡଗୋଳର ସମାଧାନ କରିବା ବେଳେ ଜ୍ୱାଇଁ ରାଗି ଯାଇ ଏକ ଛୁରୀରେ ଶ୍ୱଶୁରଙ୍କୁ ଭୁଷି ଦେଇଥିଲେ। ଗୁରୁତର ସୀମାଞ୍ଚଳଙ୍କୁ ଚିକିତ୍ସା ପାଇଁ ପ୍ରଥମେ ବେଲଗାଁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏ ନେଇ ହିଞ୍ଜିଳି ଥାନାରେ ନଂ. ୨୮୭/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଗାଈଆଳଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୬।୫: ନୟାଗଡ଼ ଜିଲାରେ ବୁଧବାର ପୂର୍ବାହ୍ନରେ ବଜ୍ରପାତ ଘଟି ଜଣେ ଗାଈଆଳଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଲିଙ୍ଗରାଜ ବେହେରା। ତାଙ୍କ ଘର...

ବିଦ୍ୟୁତ୍‌ ଆଘାତରେ ବଳଦ ମୃତ୍ୟୁ ଘଟଣା: ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ

ଜୁନାଗଡ଼,୨୦।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ ଅଧୀନ ଆଟିଗାଁରେ ବିଦ୍ୟତ୍‌ ଆଘାତରେ ଗୋଟିଏ ବଳଦର ମୃତ୍ୟୁ ଓ ମାଲିକ ଆହତ ଘଟଣାରେ ଜାତୀୟ ମାନବାଧିକାର କମିଶନ...

ବିଦ୍ୟୁତ ଆଘାତରେ ଶ୍ୱଶୁର, ଜ୍ୱାଇଁ ମୃତ

ଦଶପଲ୍ଲା,୧୮।୫(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ତୁମାଣ୍ଡି ପଞ୍ଚାୟତ ନରାଜପଡ଼ା ବାଲିସାହି ଗ୍ରାମରେ ଶୁକ୍ରବାର ବିଦ୍ୟୁତ ଆଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ...

ଟଙ୍କା ପାଇଁ ତଣ୍ଟି କାଟିଲେ ସାନଭାଇ

ସୋର,୪୧।୩(ଡି.ଏନ.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସବିରା ପଞ୍ଚାୟତର ମୁନିସବିରା ଗ୍ରାମର ରଘୁନାଥ ବେହେରା (୩୫) ଓ ତାଙ୍କ ସ୍ତ୍ରୀ ପ୍ରଭାତିଙ୍କୁ ଗଳାକାଟି ହତ୍ୟା...

ବଲୋଦାରେ ପଞ୍ଚାୟତ ଗୃହ ନିର୍ମାଣ ଦାବି ତେଜିଲାପଞ୍ଚାୟତବାସୀ ଜିଲାପାଳ ଅଫିସ ଘେରିଲେ

ନୂଆପଡା ଅଫିସ,୧୦ା୬:ଓଡିଶା ହାଇକୋର୍ଟ ନୂଆପଡ଼ା ଜିଲା ଭୈଷାଁଟାଲ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ବଲୋଦାରେ ନିର୍ମାଣ କରିବାକୁ ଚୂଡାନ୍ତ ରାୟ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରିବା ଦାବିରେ ୫ରୁ...

ବ୍ରାହ୍ମଣୀ, ବୈତରଣୀ ନଦୀରେ ବନ୍ୟା: ପଲିଥିନକୁ ଚାହିଁ ବସିଛନ୍ତି ବନ୍ୟାଦୁର୍ଗତ

ଯାଜପୁର ଅଫିସ୍‌/ବରୀ,୪।୯ (ଡି.ଏନ.ଏ.): ବୈତରଣୀ ଓ ବ୍ରାହ୍ମଣୀ ନଦୀର ବନ୍ୟା ଏବେ ଯାଜପୁର ଜିଲାର ୧୨୩୫ ଗ୍ରାମର ପେଟପାଟଣା ଉଜାଡି ଦେଇଛି। ୮ ଦିନ ଧରି...

ଯୁବଚିତ୍ରକାରଙ୍କ କାନ୍‌ଭାସରେ ଅରିନ୍ଦମ ଦାସ

ପାଟଣା,୨୬।୯(ସ୍ବ. ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ...

ନିଜ ବନ୍ଧୁକରୁ ଗୁଳି ଫୁଟାଇ ସିଆର୍‌ପିଏଫ୍‌ ଯବାନଙ୍କ ଆତ୍ମହତ୍ୟା

ମାଲକାନଗିରି,୩୧ା୧୦(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡରେ ଜଣେ ସିଆର୍‌ପିଏଫ୍‌ ଯବାନ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ଛତିଶଗଡର ଦର୍ନାପାଲସ୍ଥିତ ୨୨୩ ବାଟାଲିୟନରେ କାର୍ଯ୍ୟ କରୁଥିବା ଯବାନ...

Advertisement
Archives

Model This Week