ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ ବଚସାରୁ ଉତ୍ତ୍ୟେକ୍ତ ହୋଇ ବାପା ପୁଅଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ପୁଅଙ୍କର ମୃତ୍ୟୁ ହୋଇଥିବା ବେଳେ ବାପା ମଧ୍ୟ ଗୁରୁତର ହୋଇ କଟକ ବଡ଼ ମେଡିକାଲ ସ୍ଥାନାନ୍ତର ହୋଇଛନ୍ତି।

Share
Tags: murder