Advertisement

ଜଳଖିଆ ପାଇଁ ତେଲ ଗରମ କରିଥିଲେ ବାପା, କଡ଼େଇରେ ପଡ଼ି ଶିଶୁ କନ୍ୟା ଗୁରୁତର

ଆନନ୍ଦପୁର,୩।୧(ଡି.ଏନ୍‌.ଏ.): ବାପା ଜଳଖିଆ ଛାଣୁଥିବା ବେଳେ ଗରମ ତେଲରେ ପଡ଼ିଗଲେ କୁନି ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ଘଷିପୁରା ଥାନା ଖାଲପାଳ ଗ୍ରାମରେ। ଗ୍ରାମର ସମ୍ବରା ମୁର୍ମୁ ଜଳଖିଆ ଛାଣିବାକୁ ତେଲ ଗରମ କରୁଥିଲେ। ଏହି ସମୟରେ ତାଙ୍କ ଝିଅ ପୁର୍ଣ୍ଣିମା ଖେଳୁଥିବା ବେଳେ ଅସାବଧାନତା ଯୋଗୁ ତେଲ କଡ଼େଇରେ ପଡ଼ିଯାଇଥିଲେ । ଏଥିରେ ତାଙ୍କ ଶରୀର ୫୦ ଭାଗରୁ ଊଦ୍ଧର୍‌ବ ପୋଡ଼ି ଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ୍‌ ମୁକ୍ତହେବ ଇକୋ ସେନ୍‌ସିଟିଭ୍‌ ଜୋନ୍‌

ଢେଙ୍କାନାଳ ଅଫିସ, ୧୮।୧୧: ପ୍ଲାଷ୍ଟିକମୁକ୍ତ ହେବ ଢେଙ୍କାନାଳ ଜିଲାର ଇକୋ ସେନ୍‌ସିଟିଭ୍‌ ଜୋନ୍‌ (ସମ୍ବେଦନଶୀଳ ପରିବେଶ ଅଞ୍ଚଳ)। କପିଳାସ ଅଭୟାରଣ୍ୟ ସୀମାଠାରୁ ୫୦୦ ମିଟର ସମେତ...

ଛାତ୍ର ଆନ୍ଦୋଳନ ଜାରି: ବସିଲା ବୈଠକ, ତୁଟିଲାନି ବିବାଦ

କୁଆମରା,୫ା୧୧(ଡି.ଏନ୍‌.ଏ.)- ଗୋପବନ୍ଧୁ ନଗର ବ୍ଲକ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଛାତ୍ରୀଛାତ୍ରଙ୍କ ବିବାଦ ଜଟିଳ ହେବାରେ ଲାଗିଛି। ଏଥିନେଇ କଲେଜରେ ଦିନକୁ...

ଗଞ୍ଜାମ ସହରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ

ଗଞ୍ଜାମ,୩୦ା୫(ଡି.ଏନ.ଏ.)-ଗଞ୍ଜାମ ସହରରେ ଶନିବାର ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଜିଲା ପ୍ରଶାସନ ପକ୍ଷରୁ ଚିହ୍ନଟ ହୋଇଥିବା ଜବରଦଖଲ ସ୍ଥାନକୁ ଜେସିବି ମେଶିନ ଦ୍ୱାରା...

ଖଡ଼ିଆଳରେ ସ୍ଥାୟୀ ବସ୍‌ଷ୍ଟାଣ୍ଡ ନିର୍ମାଣ ବିଳମ୍ବିତ

ଖଡ଼ିଆଳ,୨୮।୧୧(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ସହର ହେଉଛି ଜିଲାର ଗୁରୁତ୍ୱପୂର୍ଣ୍ଣ ସ୍ଥାନ ତଥା ବ୍ୟବସାୟର ପେଣ୍ଠସ୍ଥଳ। ମାତ୍ର ଏଠାରେ ସ୍ଥାୟୀ ବସଷ୍ଟାଣ୍ଡ ନିର୍ମାଣ ବିଳମ୍ବିତ ହେଉଛି।...

ପୁରୀ ରଥଯାତ୍ରାକୁ ମିଳିପାରେ ୟୁନେସ୍କୋ ମାନ୍ୟତା

ପୁରୀ ଅଫିସ, ୨୮ା୧୧: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ମିଳିବା ଦିଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଣୁ ୨୦୨୩ ପୁରୀ...

ଟ୍ରେନିଂ ବେଳେ ଯବାନଙ୍କୁ କଚାଡ଼ିଲା ହାତୀ

ବାରଙ୍ଗ,୯।୪(ଡି.ଏନ୍‌.ଏ.): ଟ୍ରେନିଂ ବେଳେ ଚନ୍ଦକା ଜଙ୍ଗଲରେ ଶନିବାର ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୪ରୁ ଅଧିକ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର...

ଅଟୋ-ମିନିଟ୍ରକ୍‌ ଧକ୍କା: ଜଣେ ମୃତ, ୫ ଆହତ

ଛତ୍ରପୁର, ୮।୭(ଡି.ଏନ.ଏ): ଛତ୍ରପୁର ସହର ଉପକଣ୍ଠ ଏକ ଢାବା ସମ୍ମୁଖ ଜାତୀୟ ରାଜପଥରେ ରବିବାର ସକାଳେ ଅଟୋ ରିକ୍ସାକୁ ମିନିଟ୍ରକ୍‌ ଧକ୍କା ଦେବାରୁ ଜଣେ ଯାତ୍ରୀଙ୍କ...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର...

Advertisement
Archives

Model This Week