ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍‌ଡିଆଇ ସୀମା ବଢ଼ିପାରେ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍‌ଡିଆଇ) ନିୟମ ପ୍ରତିବନ୍ଧକ ହେଉଛି। ଏହି ସମସ୍ୟାକୁ ଦୂର କରିବା ଲାଗି ବାଣିଜ୍ୟ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟ ପକ୍ଷରୁ ରାଷ୍ଟ୍ରାୟତ୍ତ ତେଲ ଏବଂ ବାଷ୍ପ କମ୍ପାନୀରେ ୧୦୦% ଏଫ୍‌ଡିଆଇକୁ ଅନୁମତି ଦେବାଲାଗି ପ୍ରସ୍ତାବ ପ୍ରସ୍ତୁତ ହୋଇଛି। ଡ୍ରାଫ୍ଟ କ୍ୟାବିନେଟ ନୋଟ ଉପରେ ବିଭିନ୍ନ ବିଭାଗର ମଞ୍ଜୁରୀ ଲୋଡାଯାଇଥିବା ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri