କରୋନା ପାଇଁ ଫିକା ପଡ଼ିଲା ରଙ୍ଗର ପର୍ବ ହୋଲି

ରାୟଗଡ଼ା ଅଫିସ, ୨୯।୩: କରୋନା ପାଇଁ ରାୟଗଡ଼ାରେ ଚଳିତ ବର୍ଷର ହୋଲି ସାମାନ୍ୟ ପିକା ପଡ଼ିଯାଇଛି। ଲୋକେ ବିଶେଷଭାବେ ରଙ୍ଗ ଖେଳି ନ ଥିବା ନଜରକୁ ଆସିଛି। ସୂଚନ ଅନୁଯାୟୀ, ରାୟଗଡ଼ା ଜିଲା ପ୍ରଶାସନ କୋଭିଡ୍‌କୁ ଦୃଷ୍ଟିରେ ରଖି ଚଳିତ ବର୍ଷର ହୋଲି ପାଇଁ ଗତ ୨୦ତାରିଖରେ ଗାଇଡ୍‌ଲାଇନ ଜାରି କରିଥିଲା। ସମସ୍ତେ ଘରେ ରହି ହୋଲି ଖେଳିପାରିବେ ବୋଲି ଜିଲାପାଳ ସରୋଜ ମିଶ୍ର କହିଥିଲେ। ଗାଇଡ୍‌ଲାଇନକୁ ଲୋକମାନେ ଠିକ୍‌ଭାବେ ପାଳନ କରୁଛନ୍ତି ନା ନାହିଁ ତାହା ଦେଖିବାକୁ ପ୍ରଶାସନିକ ଅଧିକାରୀମାନେ ସୋମବାର ସକାଳୁ ସହରର ପ୍ରମୁଖ ଛକରେ ଯାଞ୍ଚ କରିଥିଲେ। ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା, ତହସିଲଦାର ଉମାଶଙ୍କର ବେହେରା, ଅତିରିକ୍ତ ତହସିଲଦାର ସୁନୀଲ ଖରା ଓ ପୋଲିସ ଅଧିକାରୀମାନେ କପିଳାସ ରୋଡ୍‌ ସମେତ ଅନ୍ୟ ଜନଗହଳିପୂର୍ଣ୍ଣ ସ୍ଥାନରେ ତଦାରଖ କରିଥିଲେ। ଜୀବନ ବଞ୍ଚତ୍ଲେ ଆଗକୁ ଏପରି ଅନେକ ହୋଲି ଆସିବ ବୋଲି ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବାକୁ ଯାଉ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହ ୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି।…

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri