ନୂଆଦିଲ୍ଲୀ, ୧୮ା୬: ଫରେନ୍ ଇନ୍ଷ୍ଟିଚ୍ୟୁଶନାଲ ଇନ୍ଭେଷ୍ଟର୍ସ (ଏଫ୍ଆଇଆଇ)ମାନେ ଚଳିତ ବର୍ଷ ଅର୍ଥାତ୍ ୨୦୨୨ କ୍ୟାଲେଣ୍ଡର ଇୟରରେ ବର୍ତ୍ତମାନ ସୁଦ୍ଧା ଭାରତୀୟ ବଜାରରୁ ୨ଲକ୍ଷ କୋଟି ଟଙ୍କା ବାହାରକରି ନେଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି କ୍ୟାଲେଣ୍ଡର ବର୍ଷରେ ବିଦେଶୀ ନିବେଶକଙ୍କ ଟଙ୍କା ବାହାର କରିବା ହାରରେ ଏହା ସର୍ବାଧିକ। ପୁଞ୍ଜି ବଜାର ଏହି ଚାପକୁ ସାମ୍ନାକରି ପାରୁ ନ ଥିବାରୁ ସେନ୍ସେକ୍ସ ନିଜ ଶୀର୍ଷ ଇଣ୍ଡେକ୍ସଠାରୁ ହ୍ରାସ ୧୦,୦୦୦ ଅଙ୍କ ତଳକୁ ଖସି ଆସିଲାଣି। ବିଦେଶୀ ନିବେଶକମାନେ ଗତ ୯ ମାସ ହେଲା ଲଗାତର ଭାବରେ ଭାରତୀୟ ବଜାରରୁ ଟଙ୍କା ଉଠାଣ କରିଚାଲିଛନ୍ତି। କେବଳ ମେ’ ମାସରେ ଏଫ୍ଆଇଆଇ ୪୫,୨୭୬ କୋଟି ଟଙ୍କାର ଶେୟାର ବିକ୍ରିକରି ଦେଇଥିବା ବେଳେ ଜୁନ୍ ମାସରେ ୧୭ ତାରିଖ ସୁଦ୍ଧା ୨୮,୪୪୫ କୋଟି ଶେୟାର ବିକ୍ରିକରି ସାରିଛନ୍ତି।
8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା
ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…
LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍, ଏମିତି କରିପାରିବେ ବୁକିଂ…
ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…
ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM
ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…
GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….
ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…
୨.୫୦ ଲକ୍ଷ ଟପିବ ସୁନା? ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ଏକ୍ସପର୍ଟ କହିଲେ…
ନୂଆଦିଲ୍ଲୀ,୮।୧୦: ଏହି ବର୍ଷ ସୁନା ଓ ରୂପା ଦର ବେଶ ବୃଦ୍ଧି ପାଇଛି। ସୁନା କଥା କହିବାକୁ ଗଲେ, ଜାନୁଆରୀ ମାସରେ ଯେଉଁଠି ସୁନା ଦର ୧.୩୫…
ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!
ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…
ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

