ବଡ଼ ପରଦାରେ ମମତା କୁଲକର୍ଣ୍ଣିଙ୍କ ଜୀବନୀ

ବଲିଉଡ୍‌ର ନବେ ଦଶକର ଚର୍ଚ୍ଚିତ ଅଭିନେତ୍ରୀ ମମତା କୁଲକର୍ଣ୍ଣିଙ୍କ ଜୀବନୀ ଏବେ ବଡ଼ ପରଦାରେ ଦେଖିବାକୁ ମିଳିବ। ତାଙ୍କ ଜୀବନୀ ଉପରେ ଆଧାରିତ ବିଲାଲ ସିଦ୍ଦିକିଙ୍କ ପୁସ୍ତକ ‘ଦ ଷ୍ଟାରଡଷ୍ଟ ଆଫେୟାର’ କୁ ନେଇ ନନେଇ ନୀଖିଲ ଫିଲ୍ମ ନିର୍ମାଣ କରିବାକୁ ଯାଉଛନ୍ତି। ଏହି ପୁସ୍ତକରେ ମମତାଙ୍କ ବଲିଉଡ୍‌ କ୍ୟାରିୟଠାରୁ ଆରମ୍ଭ କରି ଅଣ୍ଡରଓ୍ବାଲର୍‌ଡ ଲିଙ୍କ୍‌ ପର୍ଯ୍ୟନ୍ତ ସବୁକିଛି ଲେଖାଯାଇଛି। ତେବେ ଫିଲ୍ମର ସମସ୍ତ ପ୍ରିପ୍ରଡକ୍ସନ କାମ ଶେଷ ହେବା ପରେ ନୀଖିଲ ଏ ନେଇ ଅଫିସାଆଲି ଘୋଷଣା କରିବେ। ନିଜର ଭିନ୍ନ ଅନ୍ଦାଜ ପାଇଁ ମମତା ବେଶ୍‌ ଜଣାଶୁଣା। ଅର୍ଜୁନ, ବାଜି ଏବଂ ଚାଇନା ଗେଟ୍‌ ଭଳି ହିଟ୍‌ ଫିଲ୍ମରେ ସେ ଅଭିନୟ କରିଛନ୍ତି। ବଲିଉଡ୍‌ରୁ ଦୂରେଇ ଯିବା ପରେ ମମତା କେନିଆର ନାଇରୋବିରେ ଆଧ୍ୟାତ୍ମିକ ଜୀବନ ବିତାଉଛନ୍ତି। ତେବେ ଏହି ଫିଲ୍ମର ସ୍କ୍ରିପ୍ଟ ଉପରେ ଖୁବ୍‌ ଶୀଘ୍ର କାମ ଆରମ୍ଭ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଟ୍‌ନେସ୍‌ ସିକ୍ରେଟ୍‌ କହିଲେ ମନୀଷ

ମୁମ୍ବାଇ : ଲକ୍‌ଡାଉନ୍‌ ସମୟରେ ସେଲିବ୍ରିଟ୍‌ମାନେ ଘରେ ରହି ସମୟ ଅତିବାହିତ କରୁଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ହାସ୍ୟ ଅଭିନେତା ମନୀଷ ପାଲ୍‌। କିନ୍ତୁ ଏହି...

ମାନୁଷୀ ‘ସେକ୍ସିଏଷ୍ଟ ଭେଜିଟେରିଆନ୍‌ ପର୍ସନାଲିଟି’

ନୂଆଦିଲ୍ଲୀ,୨୪।୧୨: ପୂର୍ବତନ ମିସ୍‌ ଓ୍ବାର୍ଲଡ ମାନୁଷୀ ଚିଲ୍ଲାର ‘ସେକ୍ସିଏଷ୍ଟ ଭେଜିଟେରିଆନ୍‌ ପର୍ସନାଲିଟି’ ଭାବେ ମନୋନୀତ ହୋଇଛନ୍ତି । ଆମେରିକାର ଆନିମଲ ରାଇଟ୍ସ ଅର୍ଗାନାଇଜେଶନ (ପେଟା) PETA(People...

ପରଲୋକରେ ଅଭିନେତା କୁଶଲ ପଞ୍ଜାବୀ

ମୁମ୍ବାଇ,୨୭।୧୨: ଟେଲି କଳାକାର କୁଶଲ ପଞ୍ଜାବୀଙ୍କର ୩୭ବର୍ଷ ବୟସରେ ମୃତ୍ୟୁ ହୋଇଛି। ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଶୁକ୍ରବାର ଦ୍ୱିପ୍ରହରେ ତାଙ୍କର...

ଘରେ ବିଜ୍ଞାପନ ଶୁଟିଂ କଲେ ଦୀପିକା

ରାମାନନ୍ଦ ସାଗରଙ୍କ ରାମାୟଣରେ ସୀତା ଭୂମିକାରେ ଅଭିନୟ କରିଥିଲେ ଅଭିନେତ୍ରୀ ଦୀପିକା ଚିଖଲିୟା। ବର୍ତ୍ତମାନ କରୋନା ଭୟରେ ଦୀପିକା ଘରେ ଶୁଟିଂ କରୁଛନ୍ତି। ନିକଟରେ ସେ...

ଗାନ୍ଧୀ ଜୟନ୍ତୀରେ ସ୍ବତନ୍ତ୍ର ବାର୍ତ୍ତା ଦେଲେ ସଲମାନ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଦେଖିଲେଣି ୮ ଲକ୍ଷରୁ ଅଧିକ

ମୁମ୍ବାଇ,୨।୧୦: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବଲିଉଡ୍‌ ଅଭିନେତା ସଲମାନ୍‌ ଖାଁ ସ୍ବତନ୍ତ୍ର ବାର୍ତ୍ତା ଦେଇଛନ୍ତି। ସେ ସ୍ବଚ୍ଛ ଭାରତ...

ବାଜି ମାରିଲା ‘ମିଶନ ମଙ୍ଗଳ’

ମୁମ୍ବାଇ: ବଲିଉଡ୍‌ ଦୁନିଆ ପାଇଁ ଚଳିତ ବର୍ଷର ସ୍ବାଧୀନତା ଦିବସ ଭଲ ଦିନ ଭାବେ ପରିଗଣିତ ହୋଇଛି। କାହିଁକିନା ଅଗଷ୍ଟ ୧୫ରେ ବଲିଉଡ୍‌ର ୨ଟି ବଡ...

ଉର୍ବଶୀ ମନେପକାଇଲେ ପୁରୂଣାଦିନର ସ୍ମୃତି

ନୂଆଦିଲ୍ଲୀ: ନିଜର ସୁନ୍ଦରତାକୁ ନେଇ ବହୁ ଦର୍ଶକଙ୍କ ହୃଦୟରେ ରାଜ କରୁଥିବା ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ବୋଲ୍ଡ ଅନ୍ଦାଜକୁ ନେଇ ସବୁବେଳେ ଚର୍ଚ୍ଚାରେ। ଏହି...

ବକ୍ସ ଅଫିସରେ ସୁପର୍‌ହିଟ୍‌ ସାବ୍ୟସ୍ତ ହେଲା ବାଟ୍‌ଲା ହାଉସ୍‌

ଅଗଷ୍ଟ ୧୫ରେ ରିଲିଜ ହୋଇଥିବା ଜନ ଆବ୍ରାହମଙ୍କ ସିନେମା ‘ବାଟ୍‌ଲା ହାଉସ’ ବକ୍ସ ଅଫିସ୍‌ରେ ସୁପର୍‌ହିଟ୍‌ ସାବ୍ୟସ୍ତ ହୋଇଛି। ଅକ୍ଷୟ କୁମାଙ୍କ ‘ମିଶନ୍‌ ମଙ୍ଗଲ୍‌’କୁ ଏହି...

Coronavirus Update


Archives

Model This Week

Why Dharitri