ଚଳଚ୍ଚିତ୍ରକୁ ବିଭାଜୀକରଣ କରା ନ ଯାଉ

ମୁମ୍ବାଇ: ଭାରତୀୟ ଚଳଚ୍ଚିତ୍ର ଜଗତକୁ ବିଭାଜୀକରଣ ନ କରାଯାଉ। ଯେଉଁ ସବୁ ଫିଲ୍ମ ଆଞ୍ଚଳିକ ଭାଷାରେ ତିଆରି କରାଯାଉଛି ସେଥିରେ କୌଣସି ପାର୍ଥକ୍ୟ ନାହିଁ ବୋଲି କହିଛନ୍ତି ଅଭିନେତ୍ରୀ ଆଦିତୀ ରାଓ ହାଇଦରି। ବରଂ ସ୍ଥାନୀୟ ଲୋକେ କିପରି ଭାବେ ମନୋରଞ୍ଜନର ଖୋରାକ ପାଇବେ ସେ ପ୍ରୟାସରେ ବିଭିନ୍ନ ଆଞ୍ଚଳିକ ଭାଷାରେ ଫିଲ୍ମ ତିଆରି କରାଯାଉଛି। ବର୍ତ୍ତମାନ ସମୟରେ ହିନ୍ଦୀ ଏବଂ ସାଉଥ୍‌ ଫିଲ୍ମକୁ ନେଇ ବହୁ ବିବାଦ ମୁଣ୍ଡ ଟେକିଥିବାବେଳେ ଏହା ମୂଲ୍ୟହିନ ବୋଲି ସେ କହିଛନ୍ତି। ଉଭୟ ହିନ୍ଦୀ ଓ ସାଉଥ୍‌ ଫିଲ୍ମରେ ଆଦିତୀ କାମ କରୁଛନ୍ତି। ସବୁ କଳାକାର ଭାରତୀୟ ଚଳଚ୍ଚିତ୍ର ଜଗତ ସହିତ ଜଡ଼ିତ ହୋଇଥିବା ନିଜର ଏକ ସାକ୍ଷାତ୍‌କାରରେ ଆଦିତୀ କହିଛନ୍ତି। ଆଞ୍ଚଳିକ ଚଳଚ୍ଚିତ୍ର ସବୁ ପରସ୍ପର ସହିତ ପ୍ରତିଯୋଗିତା ନ କରି ଏକାଠି କାମ କରିବା ସହ ବିଶ୍ୱରେ ଏକ ଉଦାହରଣ ତିଆରି କରିବା ଉଚିତ୍‌ ବୋଲି ଆଦିତୀ ନିଜ ପ୍ରତିକ୍ରିୟାରେ କହିଛନ୍ତି। ଶେଷଥର ପାଇଁ ସେ ‘ହୈଇ ସିନାମିକା’ରେ ନଜରକୁ ଆସିଥିଲେ, ଯେଉଁଥିରେ ତାଙ୍କ ସହ ସ୍କ୍ରିନ୍‌ ଶେୟାର କରିଥିଲେ କନ୍ନଡ଼ ଅଭିନେତା ଦୁଲକର ସଲମାନ ଏବଂ କାଜଲ ଅଗ୍ରଓ୍ବାଲ।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri