ଫିଲ୍ମ ‘ଦ କେରଲା ଷ୍ଟୋରି’ ୫ଦିନରେ ମାରି ସାରିଛି ହାଫ୍‌ ସେଞ୍ଚୁରି

ମୁମ୍ବାଇ,୧୦।୫: ଅଦା ଶର୍ମାଙ୍କ ଅଭିନୀତ ଫିଲ୍ମ ଦ କେରଲା ଷ୍ଟୋରି ରିଲିଜ୍‌ ପରେ ବି ବିବାଦ ଘେରରେ ରହିଛି। ତେବ ଏହି ଫିଲ୍ମକୁ କେତେକ ରାଜ୍ୟରେ ଟ୍ୟାକ୍ସ ଫ୍ରି କରାଯାଇଛି ଆଉ କେଉଁଠି ବ୍ୟାନ୍‌ କରାଯାଇଛି। କିନ୍ତୁ ବକ୍ସ ଅଫିସ୍‌ରେ ଫିଲ୍ମ ୫ଦିନ ଧରି ଧମାଲ୍‌ ମଚାଇବାରେ ଲାଗିଛି। ନିକଟରେ ରିଲିଜ୍‌ ହୋଇଥିବା ସଳମାନ୍‌ ଖାନ୍‌ଙ୍କ କିସି କା ଭାଇ କିସି କା ଜାନକୁ ପଛରେ ପକାଇ ଦେଇଛି। ଫିଲ୍ମ ଖୁବ୍‌ଶୀଘ୍ର କଲେକ୍ସନରେ ନୂଆ ରେକର୍ଡ ଛୁଇଁବ ବୋଲି ପ୍ରଯୋଜନା ସଂସ୍ଥା ଆଶା ରଖିଛନ୍ତି।

ସାଇକ୍ନଲିକ ଅର୍ଲି ଟ୍ରେଡସ୍‌ ମୁତାବକ, ଫିଲ୍ମ ସୋମବାର ଅପେକ୍ଷା ମଙ୍ଗଳବାର ଦିନ ଭଲ ବ୍ୟବସାୟ କରିଛି। କେରଲା ଷ୍ଟୋରି ମଙ୍ଗଳବାର ୧୧କୋଟି ଟଙ୍କା କଲେକ୍ସନ କରିଛି। ତେବେ ମୁଭି ୫ଦିନ ଧରି ହାଫ୍‌ ସେଞ୍ଚୁରି ମାରି ସାରି ସାରିଛି।
ମୁଭି କ୍ରିଟିକ୍‌ ତରଣ ଆଦର୍ଶଙ୍କ ଅନୁଯାୟୀ, ମୁଭି ଓପେନିଂ ଡେ ରେ ୮.୩କୋଟି କଲେକ୍ସନ କରିଥିଲା। ଶନିବାର ଏହା ବଢି ୧୧.୨୨କୋଟିରେ ପହଞ୍ଚିଥିଲା। ରବିାର ୧୬.୪୦କୋଟି ଏବଂ ସୋମବାର ୧୦.୭କୋଟି କଲେକ୍ସନ କରିଛି। ମଙ୍ଗଳବାର ବକ୍ସ ଅଫିସ୍‌ରେ କଲେକ୍ସ ଅନୁଯାୟୀ ଫିଲ୍ମ ଏପର୍ଯ୍ୟନ୍ତ ୫୭.୬୨କୋଟି ଟଙ୍କା ବ୍ୟବସାୟ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri