ଗାଙ୍ଗୁଲିଙ୍କ ଜୀବନୀକୁ ନେଇ ନିର୍ମାଣ ହେବ ଫିଲ୍ମ

ମହେନ୍ଦ୍ର ସିଂ ଧୋନୀ, କପିଳ ଦେବଙ୍କ ପରେ ଏବେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ଉପରେ ନିର୍ମାଣ ହେବାକୁ ଯାଉଛି ଫିଲ୍ମ। ତାଙ୍କ ବାୟୋପିକ ପାଇଁ ଗାଙ୍ଗୁଲି ଗ୍ରୀନ ସିଗ୍‌ନାଲ୍‌ ଦେଇଛନ୍ତି। ମେଗା ବଜେଟ ଏହି ଫିଲ୍ମ ନିର୍ମାଣ ହେବ। ଚଳଚ୍ଚିତ୍ର ନିର୍ମାତାମାନେ ୨୦୦ ରୁ ୨୫୦ କୋଟିର ବଜେଟ ସ୍ଥିର କରିଛନ୍ତି। ଗାଙ୍ଗୁଲି କହିଛନ୍ତି, ନିର୍ଦ୍ଦେଶକଙ୍କ ନାମ ଏବେ କହିବା ସମ୍ଭବ ନୁହେଁ। ସବୁକିଛି ଚୂଡାନ୍ତ ହେବା ପାଇଁ ଆଉ କିଛି ଦିନ ଲାଗିବ। ପ୍ରଡକ୍ସନ ହାଉସ ପକ୍ଷରୁଗାଙ୍ଗୁଲିଙ୍କ ସହ ଅନେକ ଥର ଚର୍ଚ୍ଚା ହୋଇଛି। ଏବେ ସ୍କ୍ରିପ୍ଟ ଉପରେ କାମ ଚାଲିଛି। ତେବେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଦାଦାଙ୍କ ଭୂମିକାରେ କିଏ ପରଦାରେ ଅଭିନୟ କରିବେ। ଦାଦାଙ୍କ ଭୂମିକା ପାଇଁ ରଣବୀର କପୁରଙ୍କ ନାମ ଆଗରେ ଚାଲିଛି। କିନ୍ତୁ ଆଉ ଦୁଇଜଣ କଳାକାର ମଧ୍ୟ ଏହି ରେସରେ ଅଛନ୍ତି। କ୍ରିକେଟର ହେବା ଠାରୁ ଅଧିନାୟକତ୍ୱ ଏବଂ ପରେ ବିସିସିଆଇ ସଭାପତିଙ୍କ ଯାତ୍ରା ଏହି ଫିଲ୍ମରେ ପ୍ରଦର୍ଶିତ ହେବ। ଏମଏସ ଧୋନୀଙ୍କ ଉପରେ ବାୟୋପିକ ବଲିଉଡ ଇତିହାସରେ ଏକ ବ୍ଲକବଷ୍ଟର ବୋଲି ପ୍ରମାଣିତ ହୋଇଥିଲା, ଯାହା ରୋଜଗାରର ସମସ୍ତ ରେକର୍ଡ ଭାଙ୍ଗିଥିଲା। ପୂର୍ବତନ ଅଧିନାୟକ ଅଜହରୁଦ୍ଦିନଙ୍କ ଜୀବନୀ ଉପରେ ମଧ୍ୟ ଏକ ଫିଲ୍ମ ନିର୍ମାଣ କରାଯାଇଛି। ସଚିନ ତେନ୍ଦୁଲକରଙ୍କ ଜୀବନରେ ଏକ ଡକ୍ୟୁମେଣ୍ଟାରୀ ଫିଲ ମଧ୍ୟ ଆସିଛି। ୧୯୮୩ ବିଶ୍ୱକପ ବିଜେତା ଭାରତୀୟ ଦଳ ଉପରେ ଏକ ଫିଲ୍ମ ଶୁଟିଂ ସଚିଛି। ଏହି ଫିଲ୍ମରେ ରଣବୀର ସିଂ ଅଧିନାୟକ କପିଲ ଦେବଙ୍କ ଭୂମିକାରେ ଅଛନ୍ତି। କରୋନା କାରଣରୁ ଫିଲ୍ମ ରିଲିଜ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri