Video: ଶେଷ କିଷାନଙ୍କ ଜୀବନୀ ଉପରେ ତିଆରି ହେବ ଫିଲ୍ମ

ଭୁବନେଶ୍ୱର,୨୩।୩: ଯୁବ ବୈଜ୍ଞାନିକ ଡ. ଶେଷ କିଷାନଙ୍କ ଯିବନି ଉପରେ ନିର୍ମାଣ ହେବ ଫିଲ୍ମ। ଶେଷ’ ଉତ୍କଟ ଦାରିଦ୍ରତାର ଶେଷ ସୀମାରୁ ସଂଘର୍ଷ କରି କିପରି ସଫଳ ହୋଇ ପାରିଛନ୍ତି ତାହା ଏହି ସିନେମାରେ ଦର୍ଶକେ ଦେଖିବାକୁ ପାଇବେ।

ଫିଲ୍ମର ଟ୍ୟାଗ ଲାଇନ ରହିଛି ” ଶେଷ କିଷାନ ବଲାସିଂଘାରୁ ବରଲିନ୍”। ଶନିବାର ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହୋଟେଲରେ ସିନେମା ଘୋଷଣା ହୋଇଯାଇଛି । ଏହି ଟାଇଟିଲ ଘୋଷଣା ଅବସରରେ ବୈଜ୍ଞାନିକ ଡକ୍ଟର ଶେଷ କିଷାନ, ତାଙ୍କ ସହଧର୍ମିଣୀ ଜୟଶ୍ରୀ, ନିର୍ଦ୍ଦେଶକ ସୁଶାନ୍ତ ମଣି, ପ୍ରଯୋଜିକା ରଶ୍ମି ଧଳ, ରଜତ ଧଳ, ପ୍ରଯୋଜକ ନିର୍ମଳ ଜୟଶ୍ୱାଲ, ନାଇଜର ର ପ୍ରଫେସର ଡକ୍ଟର ହିମାଂଶୁ ବିଶ୍ୱାଳ, ନବୋଦୟର ପ୍ରିନସିପାଲ ମନୋଜ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା...

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଶାହରୁଖଙ୍କ ବଡ଼ ଉପଲବ୍ଧି: ଗୋଲ୍ଡ କଏନରେ ରହିଲା କିଙ୍ଗଖାନ୍‌ଙ୍କ ଫଟୋ

ମୁମ୍ବାଇ,୨୭।୭: ବଲିଉଡ ବାଦଶାହା ଶାହରୁଖ ଖାନ୍‌ଙ୍କୁ ମିଳିଛି ଆଉ ଏକ ବଡ଼ ଉପଲବ୍ଧି। ପୂର୍ବରୁ କୌଣସି କଳାକାର ହାସଲ କରି ନ ଥିବା ସମ୍ମାନର ହକ୍‌ଦାର...

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର...

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି...

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri