ସେପ୍ଟେମ୍ବରରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର କଢ଼ି

ସୋନପୁର,୧୦ା୮(ନି.ପ୍ର.): ବାଲ୍ୟ ବିବାହ ସଚେତନଧର୍ମୀ କ୍ଷୁଦ୍ର ଚଳଚ୍ଚିତ୍ର କଢିର ସୁଟିଂ ସରିଛି। କିଛି ଦିନ ଧରି ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲାର ବିଭିନ୍ନ ସ୍ଥାନରେ ଏହି ଚଳଚ୍ଚିତ୍ରର ସୁଟିଂ ଚାଲିଥିଲା। ଆସନ୍ତା ସେପ୍ଟେମ୍ବର ମାସରେ ଏହା ମୁକ୍ତିଲାଭ କରିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅବିନାଶ ହୋତା, ସୁଲଗ୍ନା ନାୟକ, ସୁବାଷ ରଣା ଓ ସର୍ବଦମନ ସାହୁ ଅଭିନୟ କରିଛନ୍ତି। ରଚନା, ସଂଳାପ ଓ ପ୍ରଯୋଜନା କରିଛନ୍ତି ସନ୍ତୋଷ ରଣା । ନିର୍ଦ୍ଦେଶନା ଦେଇଛନ୍ତି ସଞ୍ଜୟ ବାରିକ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ଭାଜପା ଶାସିତ ରାଜ୍ୟର ସବୁ କୋଇଲା ବିଦ୍ୟୁତ ଟେଣ୍ଡର ହାତେଇଲା ଆଦାନୀ ଗ୍ରୁପ; ୨୫ ବର୍ଷରେ କମାଇବ ୧୩.୨୭ ଲକ୍ଷ କୋଟି

ନୂଆଦିଲ୍ଲୀ,୧୬।୬: ୨୦୨୪ରୁ ଭାରତ ସରକାର ଦୀର୍ଘକାଳୀନ କୋଇଲା ବିଦ୍ୟୁତ କ୍ରୟ ଚୁକ୍ତି (PPA) ପୁଣି ଆରମ୍ଭ କରିବା ପରେ, ଆଦାନୀ ଗ୍ରୁପ ଏକ ବଡ଼ ବ୍ୟବସାୟିକ ସଫଳତା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ନିୟମ ବଦଳାଇଲେ କେନ୍ଦ୍ର ସରକାର, ଏଥର ବିନା ପ୍ରେସକ୍ରିପସନରେ ମିଳିବନି କଫ ସିରପ୍‌

ନୂଆଦିଲ୍ଲୀ,୧୬।୬: କାଶ ସିରପ ସମେତ ବିଭିନ୍ନ ଔଷଧୀୟ ସିରପ କିଣିବା ପାଇଁ ଏବେ ସାରା ଦେଶରେ ଡାକ୍ତରଙ୍କ ପ୍ରେସକ୍ରିପସନ ବାଧ୍ୟତାମୂଳକ ହେବ। ଔଷଧ ନିୟମ, ୧୯୪୫ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri