ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର ୬।୬: ବାଲେଶ୍ବର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଙ୍ଗଳବାର ସ୍ପଷ୍ଟ କରିଛନ୍ତି । ୨୮୮ ମୃତଦେହ ମଧ୍ୟରୁ ୨୦୫ ମୃତଦେହ ଚିହ୍ନଟ ହେବା ସହ ପରିବାରଲୋକଙ୍କୁ ହସ୍ତାନ୍ତର ହୋଇସାରିଛି । ଆଉ ୮୩ଟି ମୃତଦେହ ଚିହ୍ନଟ ହୋଇନାହିଁ । ସେସବୁର ଡିଏନଏ ସାମ୍ପଲ ରଖାଯାଇଛି । ସେସବୁ ମୃତଦେହର ଦାବିଦାର ଆସିଲେ ଡିଏନଏ ମ୍ୟାଚିଂ କରି ହସ୍ତାନ୍ତର କରାଯିବ । ବାଲେଶ୍ବରରେ ୯୪ଟି ମୃତଦେହ ପରିବାରଲୋକଙ୍କୁ ଦିଆଯାଇଥିଲା । ବାଲେଶ୍ୱରରୁ ୧୯୩ଟି ମୃତଦେହ ଭୁବନେଶ୍ୱରକୁ ଆସିଥିଲା । ସେଥିମଧ୍ୟରୁ ୧୧୦ ମୃତଦେହ ଚିହ୍ନଟ ହୋଇ ହସ୍ତାନ୍ତର ହୋଇସାରିଛି । ସେହିପରି ଭଦ୍ରକ ମେଡିକାଲରେ ଜଣଙ୍କର ମୃତ୍ୟୁ ହୋଇଥିଲା ତାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର ହୋଇସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri