ଆଦର୍ଶ ଗୁହାଳ ନିର୍ମାଣ ଶେଷକିସ୍ତି ଟଙ୍କା ମିଳିନି

ଦେଓଗାଁ, ୪ା୧୨(ଡି.ଏନ.ଏ.)
ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତ ଅନ୍ତର୍ଗତ ଉପରଝର ଓ ଫଟାମୁଣ୍ଡା ଗାଁର ୭ ଜଣ ଆଦର୍ଶ ଗୁହାଳ ହିତାଧିକାରୀଙ୍କୁ ଶେଷକିସ୍ତି ଟଙ୍କା ମିଳିନି। ନିର୍ମାଣ ସରିବାର ୬ମାସ ପରେ ଟଙ୍କା ନ ମିଳିବାରୁ ଗୁରୁବାର ବିଡିଓଙ୍କ ନିକଟରେ ଅଭିଯୋଗ କରିଛନ୍ତି ଉପରଝରର ନାରାୟଣ ସାହୁ,ନରସିଂହ ସାହୁ, ଅର୍ଜୁନ ବିଶ୍ୱାଳ, ଫଟାମୁଣ୍ଡାର ଟିକେଚନ୍ଦ ରାଉତ, ଗଣେଶ୍ୱର ବିଶି, ଅମୂଲ୍ୟ ଘିଭେଲା, ସଞ୍ଜୀବ ପଟେଲ ା ସରକାରୀ ନିୟମାନୁସାରେ ଆଦର୍ଶ ଗାଈଗୁହାଳ ନିର୍ମାଣ ପାଇଁ ୧ଲକ୍ଷ୧୩ ହଜାର ଟଙ୍କା ବ୍ୟୟ ଅଟକଳ ରହିଛି। ଉକ୍ତ ହିତାଧିକାରୀମାନେ ଏପର୍ଯ୍ୟନ୍ତ ହାରାହାରୀ ୮୫ ହଜାର ଲେଖାଏଁ ଟଙ୍କା ୨ଟି କିସ୍ତିରେ ପାଇ ସାରିଛନ୍ତି ା ବିଡିଓ ସୁନାଙ୍କ ସହ ଆଲୋଚନା ପରେ ଏପିଓ ପ୍ରଶାନ୍ତ କୁମାର ସାହୁଙ୍କୁ ତୁରନ୍ତ ପାଉଣା ପୈଠ କରିବା ପାଇଁ ବିଡିଓ ନିର୍ଦ୍ଦେଶ ଦେଇଥିଲେ ା ଆସନ୍ତା ୨ ସପ୍ତାହ ମଧ୍ୟରେ ସମସ୍ତଙ୍କ ପାଉଣା ପ୍ରଦାନ କରିବାପାଇଁ ଏପିଓ ସାହୁ ପ୍ରତିଶ୍ରୁତି ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri