ପ୍ରକାଶ ପାଇଲା ଜିଲା ପରିଷଦ ଅଧ୍ୟକ୍ଷ ଚୂଡାନ୍ତ ସଂରକ୍ଷଣ ତାଲିକା

ଭୁବନେଶ୍ୱର,୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଜିଲା ପରିଷଦ ଅଧ୍ୟକ୍ଷ ପଦବୀର ଚୂଡାନ୍ତ ସଂରକ୍ଷଣ ତାଲିକା ଶନିବାର ପ୍ରକାଶ ପାଇଛି। ଏ ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏହି ସଂରକ୍ଷଣ ତାଲିକା ପ୍ରକାଶ କରିଯାଇଛି। ଅନୁସୂଚିତ ଜାତି/ଜନଜାତି ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ପଞ୍ଚାୟତିରାଜ ବିଭାଗ ତରଫରୁ ମୋଟ ୪୦ଟି ଜିଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ସେଥିମଧ୍ୟରୁ ୧୫ଟି ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଅନୁସୂଚିତ ଜନଜାତି ପାଇଁ ୭ ଜିଲା ପରିଷଦ ପଦବୀ ସଂରକ୍ଷିତ ରହିଛି। ଏହାର ସଂରକ୍ଷିତ ୪ ଅଧ୍ୟକ୍ଷ ପଦ ମହିଳାଙ୍କୁ ମିଳିବ। ସେହିପରି ଅନୁସୂଚିତ ଜାତିଙ୍କ ପାଇଁ ୫ ଅଧ୍ୟକ୍ଷ ପଦବୀ ସଂରକ୍ଷିତ ଥିବା ବେଳେ ସଂରକ୍ଷିତ ୩ ଅଧ୍ୟକ୍ଷ ପଦ ମହିଳାଙ୍କୁ ଦିଆଯିବ। ସଂରକ୍ଷିତ ନ ଥିବା ଆଉ ୮ଟି ଜିଲା ପରିଷଦରେ ମହିଳା ଅଧ୍ୟକ୍ଷ ରହିବେ। ୧୦ଟି ଜିଲା ପରିଷଦ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri