ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ

ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍‌.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି ଜିଲା ପରିଷଦ ଜୋନ୍‌ ପାଇଁ ହେଉଛି ଭୋଟ୍‌ ଗ୍ରହଣ l ଗୋଷାଣୀ ବ୍ଲକରେ ୨୧ ପଞ୍ଚାୟତର ୨୬୬ଟି ବୁଥ୍‌ରେ ମତଦାନ ଆରମ୍ଭ ହୋଇଥିବା ବେଳେ ମୋଟ୍‌ ୬୮ ହଜାର ୭୫୩ଜଣ ଭୋଟର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ, ଶେଷ ପର୍ଯ୍ୟାୟ ମତଦାନରେ ୩ଟି ଅତି ସମ୍ବେଦନଶୀଳ ଏବଂ ୪୪ଟି ସମ୍ବେଦନଶୀଳ ବୁଥ୍‌ ଚିହ୍ନଟ କରାଯାଇଛି। ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri