ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ବାରିପଦା ଅଫିସ,୭ା୧ ମୟୂରଭଞ୍ଜ ଜିଲାର ସମସ୍ତ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଚୂଡ଼ାନ୍ତ ଫଟୋ ଭୋଟର ତାଲିକା-୨୦୨୨ ପ୍ରକାଶିତ ହୋଇଛି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ବୈଠକରେ ଫଟୋ ଭୋଟର ତାଲିକା ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି ା ବୈଠକରେ ଅତିରିକ୍ତ ଜିଲାପାଳ (ସାଧାରଣ) ରୁଦ୍ର ନାରାୟଣ ମହାନ୍ତି, ରାଇରଙ୍ଗପୁର ଅତିରିକ୍ତ ଜିଲାପାଳ ହେମନ୍ତ କୁମାର ସିଂ, ବାରିପଦା ଉପ-ଜିଲାପାଳ ଅନ୍ୟା ଦାସ, ଡେପୁଟି କଲେକ୍ଟର (ନିର୍ବାଚନ) ସୁଶ୍ରିତା ଟୁଡୁ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବୀନ୍ଦ୍ର କୁମାର ନାୟକଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri