ସୀତାରାମନଙ୍କୁ ରିପୋର୍ଟ ଦେଲେ ଅର୍ଥ ଆୟୋଗ

ନୂଆଦିଲ୍ଲୀ: ପଞ୍ଚଦଶ ଅର୍ଥ କମିଶନ ଏହାର ରିପୋର୍ଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ମଙ୍ଗଳବାର ପ୍ରଦାନ କରିଛନ୍ତି। ଚଳିତ ମାସ ୪ରେ କମିଶନ ଉକ୍ତ ରିପୋର୍ଟକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ୧୬ ତାରିଖରେ ପ୍ରଧାମନନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଛନ୍ତି। ଅର୍ଥ କମିଶନର ଅଧ୍ୟକ୍ଷ ଭାବେ ଏନ୍‌.କେ.ସିଂ କାର୍ଯ୍ୟ କରୁଛନ୍ତି। ୨୦୨୧-୨୨ଠାରୁ ୨୦୨୫-୨୬ ସମୟ ଅବଧି ଲାଗି ବିଭିନ୍ନ ପ୍ରସ୍ତାବ ଏହି କମିଶନ ପ୍ରଦାନ କରିଛନ୍ତି। ଏହି ରିପୋର୍ଟକୁ ପାର୍ଲାମେଣ୍ଟରେ ମଧ୍ୟ ଉପସ୍ଥାପନ କରାଯିବ। ଟିକସ ଆବଣ୍ଟନ, ସ୍ଥାନୀୟ ସରକାରୀ ଗ୍ରାଣ୍ଟ, ବିପର୍ଯ୍ୟୟ ପରିଚାଳନା ଗ୍ରାଣ୍ଟ ସମେତ ଶକ୍ତି କ୍ଷେତ୍ର, ଡିବିଟି ଏବଂ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଲାଗି ରାଜ୍ୟଗୁଡିକୁ ପ୍ରୋତ୍ସାହନ ବ୍ୟବସ୍ଥା ଭଳି କ୍ଷେତ୍ରରେ କମିଶନ ସରକାରଙ୍କୁ ବିଭିନ୍ନ ପ୍ରସ୍ତାବ ଦେବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ପ୍ରତି ରାଜ୍ୟ ସ୍ତରରେ ବିଭିନ୍ନ ଆର୍ଥତ୍କ ପ୍ରସଙ୍ଗକୁ କମିଶନ ବିଚାର କରିଛନ୍ତି। ସେହି ଅନୁସାରେ ସରକାରଙ୍କୁ ବିଭିନ୍ନ ପରାମର୍ଶ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri