ସୀତାରାମନଙ୍କୁ ରିପୋର୍ଟ ଦେଲେ ଅର୍ଥ ଆୟୋଗ

ନୂଆଦିଲ୍ଲୀ: ପଞ୍ଚଦଶ ଅର୍ଥ କମିଶନ ଏହାର ରିପୋର୍ଟକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ମଙ୍ଗଳବାର ପ୍ରଦାନ କରିଛନ୍ତି। ଚଳିତ ମାସ ୪ରେ କମିଶନ ଉକ୍ତ ରିପୋର୍ଟକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ୧୬ ତାରିଖରେ ପ୍ରଧାମନନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଛନ୍ତି। ଅର୍ଥ କମିଶନର ଅଧ୍ୟକ୍ଷ ଭାବେ ଏନ୍‌.କେ.ସିଂ କାର୍ଯ୍ୟ କରୁଛନ୍ତି। ୨୦୨୧-୨୨ଠାରୁ ୨୦୨୫-୨୬ ସମୟ ଅବଧି ଲାଗି ବିଭିନ୍ନ ପ୍ରସ୍ତାବ ଏହି କମିଶନ ପ୍ରଦାନ କରିଛନ୍ତି। ଏହି ରିପୋର୍ଟକୁ ପାର୍ଲାମେଣ୍ଟରେ ମଧ୍ୟ ଉପସ୍ଥାପନ କରାଯିବ। ଟିକସ ଆବଣ୍ଟନ, ସ୍ଥାନୀୟ ସରକାରୀ ଗ୍ରାଣ୍ଟ, ବିପର୍ଯ୍ୟୟ ପରିଚାଳନା ଗ୍ରାଣ୍ଟ ସମେତ ଶକ୍ତି କ୍ଷେତ୍ର, ଡିବିଟି ଏବଂ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଲାଗି ରାଜ୍ୟଗୁଡିକୁ ପ୍ରୋତ୍ସାହନ ବ୍ୟବସ୍ଥା ଭଳି କ୍ଷେତ୍ରରେ କମିଶନ ସରକାରଙ୍କୁ ବିଭିନ୍ନ ପ୍ରସ୍ତାବ ଦେବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ପ୍ରତି ରାଜ୍ୟ ସ୍ତରରେ ବିଭିନ୍ନ ଆର୍ଥତ୍କ ପ୍ରସଙ୍ଗକୁ କମିଶନ ବିଚାର କରିଛନ୍ତି। ସେହି ଅନୁସାରେ ସରକାରଙ୍କୁ ବିଭିନ୍ନ ପରାମର୍ଶ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri