ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସେପ୍ଟେମ୍ବର ୩ରେ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି ବୈଠକରେ ଋଣ ପୁନର୍ଗଠନ ଯୋଜନା ଉପରେ ସମୀକ୍ଷା ହେବ ବୋଲି ଜଣାପଡିଛି। ଋଣ ପୁନର୍ଗଠନ ଯୋଜନା କାର୍ଯ୍ୟକାରୀ ହେଲେ ଏହା ଦ୍ୱାରା ଲୋକମାନେ ଲାଭବାନ ହେବେ ବୋଲି କୁହାଯାଉଛି। କୋଭିଡ ଯୋଗୁ ପ୍ରଭାବିତ ହୋଇଥିବା ଲୋକଙ୍କୁ ଋଣ କିସ୍ତି ପଇଠ କରିବାରେ ବିଭିନ୍ନ ସମସ୍ୟା ଉପୁଜୁଛି। ବଜାର ପ୍ରଭାବିତ ହୋଇ ରହିଥିବା ବେଳେ ଲୋକମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏହାକୁ ସରକାର ବିଚାରକୁ ନେଇ ଋଣ ପୁନର୍ଗଠନ କ୍ଷେତ୍ରରେ ଏକ ଯୋଜନା ଆଣିଛନ୍ତି। ଏହି ଯୋଜନା ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଘୋଷଣା ମଧ୍ୟ କରି ସାରିଛି। ଯୋଜନାକୁ ବ୍ୟାଙ୍କଗୁଡିକ କିଭଳି ଲାଗୁ କରୁଛନ୍ତି ସେ ସମ୍ପର୍କରେ ବ୍ୟାଙ୍କଗୁଡିକ ବିଭିନ୍ନ ଯୋଜନା ଲାଗୁ କରିବେ। ଏଭଳି ବିଭିନ୍ନ ପ୍ରସଙ୍ଗ ବ୍ୟାଙ୍କ ମୁଖ୍ୟଙ୍କ ସହ ଅର୍ଥମନ୍ତ୍ରୀ ସୀତାରାମନ ଆଲୋଚନା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳ ଦର ହ୍ରାସ ପାଇବାର ସମ୍ଭାବନା ରହିଛି

ନୂଆଦିଲ୍ଲୀ,୧୯।୭ : କରୋନା ମହାମାରୀ ଭଳି ମାନ୍ଦାବସ୍ଥା ସମୟରେ ଦେଶରେ ତୈଳ ଦର ଅହେତୁକ ଭାବେ ବୃଦ୍ଧି ପାଇବା ଯୋଗୁ ସରକାରଙ୍କୁ ସାଧାରଣ ଜନତାଙ୍କ ରୋଷର...

ତେଲ ଦର ବଢ଼ାଇ ୨୩ ଲକ୍ଷ କୋଟି ଆଦାୟ କରିଛନ୍ତି ସରକାର:ରାହୁଲ

ନୂଆଦିଲ୍ଲୀ,୨ା୯: ତେଲ ଏବଂ ଗ୍ୟାସ୍‌ର ଲଗାତର ଦରବୃଦ୍ଧିକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ବୁଧବାର ଟାର୍ଗେଟ କରିଛନ୍ତି। ଗତ ୭ ବର୍ଷରେ...

ପେଟ୍ରୋଲ-ଡିଜେଲ୍‌ ଉପରେ କୃଷି ସେସ୍‌

ନୂଆଦିଲ୍ଲୀ, ୧।୨: ଚଳିତ ବଜେଟରେ ପେଟ୍ରୋଲ ଏବଂ ଡିଜେଲ୍‌ ଉପରେ କୃଷି ସେସ୍‌ ଲାଗୁ କରାଯାଇଥିବା ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ପେଟ୍ରୋଲ...

ଜିଏସ୍‌ଟି ସେଲ୍‌ସ ରିଟର୍ନ ଦାଖଲ ଅବଧି ବଢିଲା

ନୂଆଦିଲ୍ଲୀ,୨୧ା୪: ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସେଲ୍‌ସ ରିଟର୍ନ ଦାଖଲ କରିବାରେ ଶେଷ ତାରିଖର ଅବଧିକୁ ସରକାର ବୃଦ୍ଧି କରିଛନ୍ତି। ମାର୍ଚ୍ଚ ମାସ ଲାଗି ଜିଏସ୍‌ଟିଆର୍‌-୩ବି...

ପ୍ଲେ ଷ୍ଟୋରରୁ ହଟିଲା ୩୦ ଚାଇନା ଆପ୍‌

ନୂଆଦିଲ୍ଲୀ,୨୦।୬: ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ଗୁଗଲ ଏହାର ପ୍ଲେ ଷ୍ଟୋରରୁ ୩୦ ଚାଇନା ଭିତ୍ତିକ ମୋବାଇଲ ଆପ୍ଲିକେଶନକୁ ହଟାଇ ଦେଇଛି। ଏହି ଆପ୍ଲିକେଶନଗୁଡିକୁ ୨ କୋଟି...

ଜେଟ୍‌ ବିରୋଧରେ ହେବ ଏସ୍‌ଏଫ୍‌ଆଇଓ ତଦନ୍ତ

ନୂଆଦିଲ୍ଲୀ,୧୨-୧୧: ନରେଶ ଗୋଏଲଙ୍କ ଦ୍ୱାରା ପ୍ରତିଷ୍ଠିତ ଜେଟ୍‌ ଏୟାରଓ୍ବେଜ ବିମାନ କମ୍ପାନୀ ଲାଗି ଅଡୁଆ ବଢିଛି। ବିଭିନ୍ନ କାରଣ ଲାଗି ଏହି ବିମାନ କମ୍ପାନୀ ବର୍ତ୍ତମାନ...

ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଛନ୍ତି ୮ ଲକ୍ଷ ପ୍ରବାସୀ

ନୂଆଦିଲ୍ଲୀ,୧୪।୫- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ପଠାଇବା ଲାଗି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ରେଳ ମନ୍ତ୍ରଣାଳୟ ବର୍ତ୍ତମାନ ସୁଦ୍ଧା...

ପିତୃଦିବସ ଲାଗି କଲ୍ୟାଣ ଜୁଏଲର୍ସର ଗହଣା ସମ୍ଭାର

ନୂଆଦିଲ୍ଲୀ,୧୫-୬ : ପିତୃ ଦିବସ ଅବସରରେ କଲ୍ୟାଣ ଜୁଏଲର୍ସ ପକ୍ଷରୁ ନୂଆ ଗହଣା ସମ୍ଭାର ଆରମ୍ଭ କରାଯାଇଛି। କମ୍ପାନୀ ଏହାର ମେନସଓ୍ବେର ଡିଜାଇନ ମଧ୍ୟରେ ସ୍ପୋର୍ଟ,ଡ୍ରେସି...

Advertisement
Archives

Model This Week