କଟକର ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ ଅଫିସ, ୧।୨:କଟକ ତୁଳସୀପୁରର ଏକ ଘରୋଇ ହସ୍ପିଟାଲ ‘ସନ୍’‌ରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏଯାବତ୍‌ ସ୍ପଷ୍ଟ ହୋଇନାହିଁ। କିମ୍ବା କ୍ଷୟକ୍ଷତି ଆକଳନ କରାଯାଇ ପାରିନାହିଁ। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ପ୍ରଚେଷ୍ଟା ଜାରି ରଖିଛନ୍ତି। ଅନ୍ୟପକ୍ଷରେ ଗୁରୁତର ରୋଗୀଙ୍କୁ ହସ୍ପିଟାଲରୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧରେ ସୀମିତ ସେବାୟତରେ ହେବ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା  

ବୌଦ୍ଧ,୪ା୬ (ସ୍ବ.ପ୍ର.)-କରୋନା ମହାମାରୀର ପ୍ରଭାବ ଚଳିତବର୍ଷ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା ଉପରେ ପଡିଛି। ଏଥର ବୌଦ୍ଧରେ ଗଡଜାତ ଅମଳରୁ ଚାଲି ଆସୁଥିବା ପରମ୍ପରା ଭଙ୍ଗ କରାଯାଇ ଶ୍ରୀଜଗନ୍ନାଥଙ୍କ...

ଜଗତସିଂହପୁରରେ ଆଉ ୧୩ କରୋନା ପଜିଟିଭ୍‌ ଚିହ୍ନଟ: ୧୪୩ରେ ପହଞ୍ଚିଲା ମୋଟ ସଂକ୍ରମିତ ସଂଖ୍ୟା

ଜଗତ୍‌ସିଂହପୁର ଅଫିସ, ୧୩ା୬: ଜଗତ୍‌ସିଂହପୁର ଜିଲାରେ ଶନିବାର ପୁଣି ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ବାଲିକୁଦା ବ୍ଲକ ଅଞ୍ଚଳର...

ଜଳସେଚନ ବିଭାଗ ଶୁଣିଲାନି, କେନାଲ ସଫେଇ କଲେ ଗ୍ରାମବାସୀ

କର୍ଲାମୁଣ୍ଡା,୪।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ପାଣି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଆସିଥିବା ଡୁକେରମାଲ କେନାଲ (ସବ୍‌ମାଇନର -୧)କୁ ରବିବାର ସ୍ବେଚ୍ଛାକୃତ ଭାବେ...

ଉତ୍ତରଓଡ଼ିଶା ଛାତ୍ର ବିଜେଡିର ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ,୨୮।୪- ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ବିଜୁ ଛାତ୍ର ଜନତା ଦଳ ଉତ୍ତରଓଡ଼ିଶା ସଂଗଠନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି।...

ରାସ୍ତାରୁ ପାଇଥିବା ୩୦ ହଜାର ଫେରାଇଲେ ବୃଦ୍ଧା

ଗୋପ,୧୭।୧୨ (ଡି.ଏନ୍‌.ଏ.):ରାସ୍ତାରେ ପଡ଼ିଥିବା ଏକ ଟଙ୍କା ଭର୍ତ୍ତି ମନିପର୍ସ ପାଇବା ପରେ ଗୋପ ବ୍ଲକ ଷୋଳପୁର ଗ୍ରାମର ଗୀତାଞ୍ଜଳି ସ୍ବାଇଁ ହଜିଥିବା ପୁରୀ ଚନ୍ଦନପୁର ଅଞ୍ଚଳର...

ବାନ୍ଧକଳାକୁ ଗ୍ରାଫ ଡିଜାଇନ କରିବାରେ ସିଦ୍ଧହସ୍ତ ବିଦ୍ୟାବତୀ

ବରପାଲିି, ୧୫।୭ (ଡି.ଏନ.ଏ): ହସ୍ତତନ୍ତ ଓ ବିୟନଶିଳ୍ପରେ ଅନେକ କଳା ମଧ୍ୟରୁ ବାନ୍ଧକଳା ଅନ୍ୟତମ । ଏହି ଅନନ୍ୟ କଳାକୃତି ଓ ହସ୍ତତନ୍ତ ବୁଣା ସମ୍ବଲପୁରୀ...

କୁଆଲାଲମ୍ପୁରରୁ ଫେରିଲେ ୩୧ ପ୍ରବାସୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ବନ୍ଦେ ଭାରତ ମିଶନରେ ପ୍ରବାସୀ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ପ୍ରକ୍ରିୟା ଜାରି ରହିଥିବାବେଳେ ଶୁକ୍ରବାର ରାତିରେ କୁଆଲାଲମ୍ପୁରରୁ ଏୟାର ଇଣ୍ଡିଆର ଏକ ବିମାନ...

ଅସହାୟଙ୍କୁ ମିଳୁନି ଘର

ଚମ୍ପୁଆ/ଘାଗରବେଡା,୨୮ା୭(ଡି.ଏନ.ଏ)-ରରୁଆଁ ବ୍ଲକ ଅନ୍ତର୍ଗତ ପାନପତ୍ରିଆ ପଞ୍ଚାୟତର ଛେଳିଆନାଳ ଗ୍ରାମରେ ଜଣେ ଗରିବ ଅସହାୟ ହେଲେ ଚନ୍ଦ୍ରମୋହନ ଲାଗୁରୀ। ଗରିବ ହୋଇଥିବାରୁ ବାସ କରିବାକୁ ତାଙ୍କ ପାଖରେ...

Advertisement


Archives

Model This Week