କଟକର ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ ଅଫିସ, ୧।୨:କଟକ ତୁଳସୀପୁରର ଏକ ଘରୋଇ ହସ୍ପିଟାଲ ‘ସନ୍’‌ରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏଯାବତ୍‌ ସ୍ପଷ୍ଟ ହୋଇନାହିଁ। କିମ୍ବା କ୍ଷୟକ୍ଷତି ଆକଳନ କରାଯାଇ ପାରିନାହିଁ। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ପ୍ରଚେଷ୍ଟା ଜାରି ରଖିଛନ୍ତି। ଅନ୍ୟପକ୍ଷରେ ଗୁରୁତର ରୋଗୀଙ୍କୁ ହସ୍ପିଟାଲରୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଣାଇଁ-ଟେନ୍ସା-ବରସୁଁଆ ରାସ୍ତାରେ ହାତୀ: ଶୁଣ୍ଢ ବଢାଇ ମାଗୁଛି ଖାଦ୍ୟ

ବଣାଇଁ, ୯।୧ (ସ୍ବ.ପ୍ର.): ବଣାଇଁ ବନଖଣ୍ଡର ଟେନ୍ସା-ବରସୁଁଆ ରାଜ ରାସ୍ତାରେ ଏକ ହାତୀକୁ ଗତ କିଛିଦିନ ହବ ଦେଖିବାକୁ ମିଳୁଛି। ହାତୀଟି ଗାଡିଗୁଡିକୁ ଅଟକ ରଖି...

ସମସ୍ତ ଦ୍ରୁତଗାମୀ ଟ୍ରେନ୍‌ ରହଣି ଦାବି

ଯାଜପୁର ଅଫିସ,୮।୧: ପ୍ରମୁଖ ଷ୍ଟିଲ ହବ୍‌ ଭାବେ ପରିଚିତ କଳିଙ୍ଗନଗର ଶିଳ୍ପାଞ୍ଚଳର ମୁଖଶାଳା ଯାଜପୁର-କେନ୍ଦୁଝର ରୋଡ୍‌ ରେଳଷ୍ଟେଶନ ସବୁ କ୍ଷେତ୍ରରେ ଅବହେଳିତ। ୧୨୭ ବର୍ଷ ପୁରୁଣା ଏହି...

ମହୁଲି ପିଇ ହାତୀ ମାତାଲ

ପାଟଣା, ୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ରନ୍ଧା ମହୁଲି ମଦ ପୋଚ ପିଇ ୨ ହାତୀ ମାତାଲ ହେବା ଚର୍ଚ୍ଚାର ବିଷୟ ହୋଇଛି।...

ନୂଆ ଟର୍ଫରେ ଖେଳାଯିବ ହକି ବିଶ୍ୱକପ୍‌

ଭୁବନେଶ୍ୱର,୯ା୧୨(ସ୍ପୋଟ୍ସର୍ର୍ ବ୍ୟୁରୋ):ପୁରୁଷ ହକି ବିଶ୍ୱକପର ଆଗା ସଂସ୍କରଣ ଭୁବନେଶ୍ୱର ଓ ରାଉରକେଲାରେ ଅନୁଷ୍ଠିତ ହେବ। ଜାନୁୟାରୀ ୧୩ରୁ ୨୯ ଯାଏ ଏହି ଟୁର୍ନାମେଣ୍ଟ ଆୟୋଜିତ ହେବାକୁ...

କାର ଭିତରୁ ଲୁଟିନେଲେ ୫ଲକ୍ଷ

ଲଖନପୁର,୧୪ା୧୨(ଡି.ଏନ.ଏ.): ଝାରସୁଗୁଡା ସହର ବମ୍ବେ ଛକ ନିକଟରେ ଅଟକିଥିବା ଏକ କାର ଭିତରୁ ଦୁର୍ବୃତ୍ତମାନେ ସୋମବାର ଦିନ ଦ୍ବିପ୍ରହରରେ ୫ଲକ୍ଷ ଟଙ୍କା ଲୁଟିନେଇଛନ୍ତି। ଝାରସୁଗୁଡା ଟାଉନ...

କଳାବ୍ୟାଜ୍‌ ପରିଧାନ କଲେ ଚିନିଶିଳ୍ପ ଶ୍ରମିକ

ଆସିକା,୧୦ା୧(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପରେ ଚଳିତବର୍ଷର ଆଖୁପେଡା ଲାଗି କାରଖାନା ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏପଟେ କାରଖାନା କର୍ତ୍ତୃପକ୍ଷ ଶ୍ରମିକମାନଙ୍କ ଦୀର୍ଘ ଦିନର ଦାବି...

ରାସ୍ତାକଡ଼ରେ ପଡ଼ି ରହିଛି ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପାଟଣାଗଡ଼ ପୋଲିସ

ପାଟଣାଗଡ଼,୧୧।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଧୁବଲପଡ଼ା ଗ୍ରାମ ନିକଟରେ ଥିବା ଏକ ଚିନାବାଦାମ କ୍ଷେତରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି।...

ସାମ୍ନାକୁ ଆସିଲା ମହା ଦୁର୍ନୀତି: ବଦଳେଇ ଦେଲେ ଜଳାଶୟ କିସମ

ଢେଙ୍କାନାଳ ଅଫିସ,୨୭।୮: ଢେଙ୍କାନାଳ ସଦର ତହସିଲରେ ବେଆଇନ ଭାବେ ବଦଳାଯାଇଛି ଜମି କିସମ। ଜମି ଦଲାଲମାନେ କାର୍ଯ୍ୟାଳୟର କେତେଜଣ କର୍ମଚାରୀଙ୍କୁ ହାତ କରି ଏକ ଜଳାଶୟକୁ...

Advertisement
Archives

Model This Week