ବାହାଘର ପ୍ରସେଶନ ବେଳେ ଲାଗିଲା ନିଆଁ

ଛେଣ୍ଡିପଦା,୧୪ା୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଚନ୍ଦନ ନଗରଠାରେ ରବିବାର ବାଣରୁ ନିଆଁ ଲାଗି ଏକ ପାଳଭାଡି ଜଳିଯାଇଛି। ଢେଙ୍କାନାଳ ଅଞ୍ଚଳର ଏକ ବାହାଘର ପ୍ରସେଶନ ଚାଲିଥିବା ବେଳେ ବରଯାତ୍ରୀ ଫୁଟାଉ ଥିବା ବାଣର ନିଆଁ ରୁଦ୍ର ବେହେରାଙ୍କ ପାଳଭାଡି ଉପରେ ପଡିଥିଲା। ଫଳରେ ପାଳ ଭାଡିଟି ଜଳି ଉଠିଥିଲା। ସ୍ଥାନୀୟ ଲୋକ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଖବରପାଇ ଛେଣ୍ଡିପଦା ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କୌଣସି ଧନଜୀବନ ନଷ୍ଟ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଉପରେ ପ୍ରସ୍ତୁତ ହେବ ବୃତ୍ତଚିତ୍ର

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମହାନଦୀ ହେଉଛି ଦେଶର ଏକ ଅମୂଲ୍ୟ ସମ୍ପଦ। ଏହା ଦିନକୁ ଦିନ ନିଜର ଅସ୍ଥିତ୍ୱ ହରାଇବାରେ ଲାଗିଛି। ଜନସାଧାରଣଙ୍କ ପାଖରେ ମହାନଦୀର ସୁରକ୍ଷାକୁ ନେଇ...

ବାଲୁଗାଁ ବାଇପାସ୍‌ରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ/ବାଲୁଗାଁ,୧୯ା୪(ଡି.ଏନ୍‌.ଏ.) : ଚିଲିକା ଅଲାଇଡିହ ନିକଟସ୍ଥ ବାଇପାସ୍‌ ଉପରେ ରବିବାର ଏକ କଲରାପତରିଆ ବାଘର ମୃତଦେହ ବନ ବିଭାଗ ଉଦ୍ଧାର କରିଛି । କୌଣସି...

ନୀହାରିକା ହତ୍ୟା ମାମଲା: ୫ ବର୍ଷର ପ୍ରେମ, ତଥାପି ବିଗିଡ଼ିଗଲା ବୁଝାମଣା

ଜଗତ୍‌ସିଂହପୁର ଅଫିସ,୨୨ା୯: ଦୀର୍ଘ ୫ବର୍ଷ ହେଲା ପରସ୍ପରକୁ ଭଲ ପାଉଥିଲେ। ଅନେକ ସୁଖଦୁଃଖର ମୁହୂର୍ତ୍ତ ସାଥି ହୋଇ କଟାଇଥିଲେ। ଉଭୟଙ୍କ ପରିବାର ମଧ୍ୟ ପ୍ରେମକୁ ଦେଇଥିଲେ...

ଜିଲା କଂଗ୍ରେସର ଗାନ୍ଧି ଜୟନ୍ତୀ ପାଇଁ ପ୍ରସ୍ତୁତି: ୨ରୁ ଜିଲା ବ୍ୟାପୀ ଗଣପଦଯାତ୍ରା

ନୂଆପଡା ଅଫିସ,୨୭।୯-କେନ୍ଦ୍ରର ମୋଦି ସରକାରଙ୍କ ସମୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ କମ୍‌ ତାଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ମର୍ଯ୍ୟାଦା ଦେଉଛନ୍ତି। ଏହାକୁ ନୂଆପଡା ଜିଲା...

ପଥରରେ ଛେଚି ଦେଲେ

ବଡ଼ବିଲ,୧୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅଧୀନ କ୍ୟାମ୍ପ ହଟିଂ ନିକଟସ୍ଥ ଜଙ୍ଗଲରେ ରବିବାର ରାତିରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ...

ଗଞ୍ଜାମ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା

ଗଞ୍ଜାମ,୨୧ା୧(ଡି.ଏନ.ଏ.):  ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କୁ ଘୋଷଣା କରାଯିବା ପରେ ଗୁରୁବାର ଗଞ୍ଜାମ ସହର କର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ...

ପିନ୍ଧା ଶାଢ଼ିରେ ନିଆଁ ଲାଗି ଜଳିଗଲେ ମହିଳା

ପାଟଣା,୨୫।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ପଞ୍ଚାୟତ ଡେଣୁଆଁ ଗ୍ରାମର ଜଣେ ମହିଳାଙ୍କ ପିନ୍ଧା ଶାଢ଼ିରେ ନିଆଁ ଲାଗି ସୋମବାର ପୂର୍ବାହ୍ନରେ ତାଙ୍କର ମୃତ୍ୟୁ...

ବାଲିମେଳା ପୌରପରିଷଦରେ ସ୍ବାୟତ୍ତ ଶାସନ ଦିବସ

କୋରୁକୋଣ୍ଡା,୩୧।୮(ଡି.ଏନ୍‌.ଏ): ରାଜ୍ୟବ୍ୟାପୀ ସ୍ବାୟତ୍ତ ଶାସନ ଦିବସ ଶନିବାର ପାଳନ ହେଉଥିବା ବେଳେ ମାଲକାନଗିରି ଜିଲା ବାଲିମେଳା ପୌରପରିଷଦରେ ଏହା ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏହି...

Advertisement
Archives

Model This Week