ଅଶାନ୍ତ ହୋଇପଡ଼ିଛି ବରଗଡ଼: ଜଳୁଛି କ୍ରୋଧର ନିଆଁ, ସହରବାସୀ ଅସୁରକ୍ଷିତ

ବରଗଡ଼,୭ା୨(ପ୍ରେମାନନ୍ଦ ଖମାରୀ): ବିଚ୍‌ ରାସ୍ତା ଉପରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ୨ଯୁବକଙ୍କ ମୃତ୍ୟୁ ପରେ ବରଗଡ଼ ସହର ଅଶାନ୍ତ ହୋଇ ପଡ଼ିଛି। ଏବେ ମଧ୍ୟ ଉତ୍ତେଜନା ଲାଗି ରହିଛି। ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ହାଟପଦାରେ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଭୁଜାଲି ମାଡ଼ରେ ୨ଜଣଙ୍କ ଜୀବନ ଚାଲି ଯାଇଥିବାବେଳେ ଶନିବାର ପୂର୍ବାହ୍ନରେ ହାଟପଦାରେ ପୁଣି ଏକ ଆକ୍ରମଣ ଆଶଙ୍କା ଉପୁଜିଥିଲା। ତେବେ ଖବର ପାଇ ପୋଲିସ ସେଠାରେ ପହଞ୍ଚି ଆକ୍ରମଣକୁ ଏଡ଼ାଇ ଦେଇଥିବାବେଳେ ଜଣେ ଯୁବକଙ୍କୁ ସୁରକ୍ଷିତ ଉଦ୍ଧାର କରି ନେଇଥିବା ସୂଚନା ମିଳିଛି।

ସେହିପରି ଶୁକ୍ରବାର ସନ୍ଧ୍ୟାରେ କେହି ନିଆଁ ଲଗାଇ ଦେବାରୁ ହାଟପଦା ନିକଟ ସନ୍ତେଷୀ ମନ୍ଦିର ପାଖ ୨ଘର ଜଳି ଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିଲେ ହେଁ ଗୁରୁବାର ହୋଇଥିବା ଗୋଷ୍ଠୀ ସଂଘର୍ଷରୁ ଏଭଳି ଜଳାପୋଡ଼ା ହୋଇଥିବା ସାଧାରଣରେ ଆଲୋଚନା ହେଉଛି। ସମ୍ଭାବ୍ୟ ଆଇନଶୃଙ୍ଖଳା ପରିସ୍ଥିତିକୁ ଏଡ଼ାଇବା ପାଇଁ ବିଭିନ୍ନ ଛକରେ ପୋଲିସ ପଇଁତରା ମାରୁଛି।

ଏହାବ୍ୟତୀତ ଗୋଷ୍ଠୀ ସଂଘର୍ଷ ଘଟଣା ପରେ ଜଳାପୋଡ଼ା, ପୁଣି ଆକ୍ରମଣ ଯୋଜନା ଭଳି ଘଟଣାକୁ ନେଇ ବରଗଡ଼ ଅଶାନ୍ତ ହୋଇ ପଡ଼ିଥିବାବେଳେ ସହରବାସୀ ନିଜକୁ ଅସୁରକ୍ଷିତ ମନେ କରିଛନ୍ତି। ଏଭଳି ସ୍ଥିତିରେ ସହରରେ ଦିନରାତି ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରିବା ସହିତ ନିଶା କାରବାରକୁ ଦୃଢ଼ ଭାବେ ଦମନ କରିବାକୁ ସାଧାରଣରେ ଦାବି ହୋଇଛି। ଅନ୍ୟପଟେ ଫ୍ଲାଗମାର୍ଚ୍ଚ କରାଯାଉଛି ଏବଂ ବିଭିନ୍ନ ସ୍ଥାନରେ ପୋଲିସ ମୁତୟନ ରହିଥିବା ଅତିରିକ୍ତ ଏସ୍‌ପି ଶିବ ପ୍ରସାଦ ବିଶ୍ବାଳ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଅସଫଳତାକୁ ସ୍ବୀକାର

ବିଶ୍ୱକପ୍‌ ଫୁଟ୍‌ବଲ-୨୦୨୬ରେ ଆର୍ଜେଣ୍ଟିନାକୁ ହରାଇ ସ୍ପେନ୍‌ ଚାମ୍ପିୟନ ହେବା ଦୁଇମାସ ବିତିଗଲାଣି। ଭାରତରେ ଗୋଟେ ଚର୍ଚ୍ଚା ଚାଲିଛି ଆମ ଦେଶ କେବେ ଫୁଟ୍‌ବଲ ବିଶ୍ୱ ମଞ୍ଚରେ ଖେଳିବାକୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?