ଶର୍ଟ ସର୍କିଟ୍‌ ଯୋଗୁ ଲାଗିଲା ନିଆଁ

ରାୟଗଡ଼ା,୨୨।୧୨(ସ୍ବ.ପ୍ର.): ରାୟଗଡା ସହର ରୟତ କଲୋନୀର ଏକ ଘରେ ଗୁରୁବାର ଶର୍ଟ ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ପ୍ରାୟ ୭୦ ହଜାର ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି।

ସୂଚନାଯୋଗ୍ୟ, ରାୟତ କଲୋନୀ ୩ୟ ଲେନରେ ରହୁଥିବା ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ମଞ୍ଜୁଳା କାର୍ଜିଙ୍କ ଘରେ ଶର୍ଟ ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିଲା। ଏହି ଅଗ୍ନିକାଣ୍ଡ ସମୟରେ ଘରେ କେହି ନ ଥିଲେ। ହେଲେ ତାଙ୍କ ଘରେ ରହୁଥିବା ପୋଷା କୁକୁରଟି ଘର ଭିତରେ ରହିଥିଲା। ଏହି ସମୟରେ ମଞ୍ଜୁଳାଙ୍କ ଦୁଇ ପୁତୁରା ବାହାରକୁ ଯାଇଥିବା ବେଳେ ମଞ୍ଜୁଳା ପଡୋଶୀଙ୍କ ଘରେ ବସିଥିଲେ। କ୍ଷୀର ବାଲା କ୍ଷୀର ଦେବା ପାଇଁ ଡାକିବାରୁ ମଞ୍ଜୁଳା ଆସି ଘର କବାଟ ଖୋଲିବା ବେଳେ ନିଆଁ ଲାଗିଥିବା ଦେଖିବାକୁ ପାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଫୋନ କରିଥିଲେ। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ୍‌ ମୁକ୍ତ ହେବ ବେଳାଭୂମି

ଛତ୍ରପୁର,୨୪ା୧୦(ଡି.ଏନ୍‌.ଏ.): ବେଳାଭୂମିରେ ପ୍ଲାଷ୍ଟିକ ଓ ପଲିଥିନ ପଡ଼ିରହି ଏହା ପରିବେଶ ଉପରେ କୁ-ପ୍ରଭାବ ପକାଉଛି। ଜୈବ ବିବିଧତା ନଷ୍ଟ ହେଉଛି। ଏଥିପାଇଁ ବେଳାଭୂମି ଓ ପର୍ଯ୍ୟଟନ...

ଗଡ଼ିବନି ବ୍ରହ୍ମ ତାଳଧ୍ୱଜ ରଥ

କେନ୍ଦ୍ରାପଡ଼ା,୨୩।୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ଇଚ୍ଛାପୁର ରଥଦାଣ୍ଡରେ ଗଡିବନି । ରଥଯାତ୍ରା ପାଇଁ ରଥ ନିର୍ମାଣ ସରିଥିଲେ ମଧ୍ୟ କପଡା...

ଗାଁ ଶ୍ମଶାନରେ କାଳିଆକୁ ବିଦାୟ

ଫୁଲବାଣୀ ଅଫିସ, ୨୭।୧୧: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ ଜଗା, କାଳିଆଙ୍କ ମଧ୍ୟରୁ କାଳିଆ ବୁଧବାର କଟକ ଶ୍ରୀରାମ ଚନ୍ଦ୍ର...

ଓଡ଼ିଶା ଫେରିଲେ ଜଗା-କାଳିଆ

କଟକ ଅଫିସ,୭।୯: ଦିଲ୍ଲୀର ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌ (ଏମ୍ସ)ରେ ଚିକିତ୍ସିତ ହେଉଥିବା ଓଡ଼ିଶାର ଯୋଡା ମୁଣ୍ଡ ଶିଶୁ ଜଗା-କାଳିଆ ଶନିବାର ଓଡିଶା...

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟାକରି ପୋଡ଼ିଦେଲେ

ପଦ୍ମପୁର,୨୭ା୨: ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା ପରେ ପୋଡ଼ି ଦିଆଯାଇଛି। ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ୍‌ ନୂଆଗଡ଼ ପଞ୍ଚାୟତ ପାଜିଲିବନ୍ଧ ଗାଁ...

ପୁରୀରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଛୁଇଁଲା

ପୁରୀ ଅଫିସ,୨।୬: ପୁରୀ ଜିଲାରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ବିଜେପୁର ଉପନିର୍ବାଚନ: ୧୧ଟା ସୁଦ୍ଧା ୨୫.୭% ମତଦାନ

ବରଗ ଅଫିସ /ବିଜେପୁର, ୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ମତଦାନ ଚାଲିଛି। ନିର୍ବାଚନ ମଣ୍ଡଳୀର ୨୮୫ ବୁଥ୍‌ରେ ମତଦାନ ପ୍ରକ୍ରିୟା ଚାଲିଥିବା...

ଭାଙ୍ଗିଲା ଶାଖା କେନାଲ

ଭୁବନ, ୨୧ା୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ଧଳପଡ଼ା ଗ୍ରାମ ନିକଟରେ ନବନିର୍ମିତ ରେଙ୍ଗାଳି ମୁଖ୍ୟକେନାଲର ଡିଷ୍ଟ୍ରିବ୍ୟୁଟାରୀ କେନାଲ ମଙ୍ଗଳବାର ଭାଙ୍ଗିଯାଇଛି। ଏଥିରେ ବହୁ...

Advertisement
Archives

Model This Week