ବର୍ଷାରାଣୀରେ ଲାଗିଲା ନିଆଁ

ରାୟଗଡ଼ା ଅଫିସ,୧୩।୨: ରାୟଗଡ଼ା-କୋରାପୁଟ ରାସ୍ତା ସିରିକଣା ତାରିଣୀ ମନ୍ଦିର ନିକଟରେ ଶୁକ୍ରବାର ବିଳମ୍ବତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଯାତ୍ରୀବାହୀ ବସ୍‌ ବର୍ଷାରାଣୀରେ ଅଗ୍ନିକାଣ୍ଡ ଘଟି ବସ୍‌ଟି ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ୫୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ବସ୍‌ଟି ନବରଙ୍ଗପୁର କୋଷା ଗୁମୁଡ଼ାରୁ ଗଞ୍ଜାମ ପୋଲସରା ଯାଉଥିବା ବେଳେ ପଛଚକା ଫାଟି ନିଆଁା ଲାଗିଯାଇଥିଲା। ପରେ ସମସ୍ତ ଯାତ୍ରୀ ଗାଡ଼ିରୁ ଓହ୍ଲାଇ ଯାଇଥିଲେ। ଖବରପାଇ ରାୟଗଡ଼ା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

‘କୌଣସି ଜନ୍ମରେ ବର୍ଷାଙ୍କୁ ଗ୍ରହଣ କରିବୁନି’

କଟକ ଅଫିସ,୧୨। ୯: ଟୁଇଟର ପ୍ଲାଟ୍‌ଫର୍ମରେ ବଢୁଛି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ। ଗୋଟିଏ ପରେ ଗୋଟିଏ...

ଘରେ ପଶିଲା ଡ୍ରେନ୍‌ ପାଣି,ପ୍ରତିବାଦରେ ରାସ୍ତାରୋକୋ

ବାରିପଦା ଅଫିସ, ୨୧ା୩- ଗୁରୁବାର ରାତିରେ ହୋଇଥିବା ବର୍ଷାରେ ବାରିପଦା ପୌରପରିଷଦର ୨୭ନଂ. ୱାର୍ଡ଼ ତୁଳସୀଚଉରା ଅଞ୍ଚଳରେ ବସବାସ କରୁଥିବା ବିଭିିନ୍ନ ବ୍ୟକ୍ତିଙ୍କ ଘରେ ଡ୍ରେନ...

ବାଲ୍ୟ ବିବାହ ରୋକିଲା ଚାଇଲ୍ଡଲାଇନ

ବସ୍ତା, ୧୪।୧୧(ସ୍ବ.ପ୍ର.)-ବାଲ୍ୟବିବାହ ବନ୍ଦ କରିବା ପାଇଁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରୁଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ରୋକାଯାଇପାରୁନାହିଁ। ବସ୍ତା ବ୍ଲକ ସିଂଲା...

ଚଳିତ ଶିକ୍ଷାବର୍ଷରୁ କଞ୍ଚୁରୁ ହାଇସ୍କୁଲରେ ଯୁକ୍ତଦୁଇ କଳା ପାଠ୍ୟକ୍ରମ

ହିଞ୍ଜିଳିକାଟୁ,୬ା୪(ଡି.ଏନ୍‌.ଏ.): ଶିକ୍ଷାବର୍ଷ ୨୦୨୩-୨୪ରୁ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଧୀନ କଞ୍ଚୁରୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଯୁକ୍ତ ଦୁଇ କଳା ପାଠ୍ୟକ୍ରମ ଆରମ୍ଭ ହେବ। ଏଥିପାଇଁ...

ପୋଲିସ ଇନ୍‌ଫର୍ମର ସନ୍ଦେହରେ ପୁଣି ହତ୍ୟା: ୧୨ ଘଣ୍ଟା ମଧ୍ୟରେ ମାଓବାଦୀଙ୍କ ଦ୍ୱିତୀୟ ନରସଂହାର

ଲାଞ୍ଜିଗଡ,୨୨।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଠିକାଦାର ରାଜେନ୍ଦ୍ର ସାହୁଙ୍କୁ ଗୁଳିକରି ମାଓବାଦୀମାନେ ହତ୍ୟା...

ଟ୍ରକ ଚକା ତଳେ ଚାଲିଗଲା ବୃଦ୍ଧଙ୍କ ଜୀବନ

ବ୍ରହ୍ମପୁର ଅଫିସ,୩।୫: ବ୍ରହ୍ମପୁର ସହର ଦେଇ ଯାଇଥିବା ଜାତୀୟ ରାଜପଥ ୫୯- ଆସ୍କାରୋଡ ପୋଲିସ କଲୋନୀ ଛକରେ ବୁଧବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।...

ପୁଣି ରେଡ୍‌ ଜୋନ୍‌କୁ ଫେରିଲା ଖୋର୍ଦ୍ଧା, ଚିନ୍ତା ବଢ଼ାଉଛି ଆକ୍ଟିଭ୍‌ କେସ୍‌

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ। ବୁଧବାର ୬୧୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୨୩ ସଂକ୍ରମିତ ରହିଥିଲେ। ଏଥିନେଇ ଖୋର୍ଦ୍ଧା ପୁଣି...

ରାଶନକାର୍ଡରେ ହିତାଧିକାରୀଙ୍କୁ ୯ଶହ ଟଙ୍କା ଦେବା ଘଟଣା: ଗାଁ କୋଠ ଟଙ୍କାରୁ ୫୦ ହଜାର ଉଠାଇ ବାଦ୍‌ ପଡିଥିବା ୫୨ ପରିବାରକୁ ପ୍ରଦାନ

ପାତ୍ରପୁର,୧୮ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ବରଙ୍ଗ ଗ୍ରାମରେ ରାଶନ କାର୍ଡ଼ଧାରୀଙ୍କୁ ଦାଇତ୍ୱରେ ଥିବା କିଛି କର୍ମଚାରୀ କାର୍ଡ଼ ପିଛା ୧୦୦୦ ଟଙ୍କା ବଦଳରେ ୯୦୦ ଟଙ୍କା ଦେଇଥିବା...

Advertisement
Archives

Model This Week