ବଲିଉଡର ପ୍ରଥମ ଅଭିନେତ୍ରୀ ଯାହାଙ୍କୁ ଦିଆଯାଇଛି ବିଶେଷ ସୁରକ୍ଷା : ମାସକୁ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ

ବଲିଉଡ୍‌ ତାରକାମାନଙ୍କ ସୁରକ୍ଷା ପାଇଁ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା କିମ୍ବା ସର୍ବୋତ୍ତମ ଅଙ୍ଗରକ୍ଷୀ ନିଯୁକ୍ତି କରିବା ବଡ଼ କଥା ନୁହେଁ। ଏପରି ଅନେକ ତାରକା ଅଛନ୍ତି ଯେଉଁମାନେ ବ୍ୟକ୍ତିଗତ ଅଙ୍ଗରକ୍ଷୀଙ୍କ ସୁରକ୍ଷା ଅଧୀନରେ ଚାଲନ୍ତି । କିଛି ତାରକାଙ୍କୁ ମୁମ୍ବାଇ ପୋଲିସ ମଧ୍ୟ ସ୍ବତନ୍ତ୍ର ସୁରକ୍ଷା ଯୋଗାଇ ଦେଇଛି। ବିବାଦ ଏବଂ ଧମକ ଯୋଗୁ ସୁରକ୍ଷା ଯୋଗାଯାଇଥିବା ତାରକାଙ୍କ ମଧ୍ୟରୁ ପଙ୍ଗା ଗର୍ଲ କଙ୍ଗନା ରାଣାଓ୍ବତ ଅନ୍ୟତମ। ତାଙ୍କ ସୁରକ୍ଷା ପାଇଁ କେତେ ଟଙ୍କା ଖର୍ଚ୍ଚ ହୁଏ ଜାଣନ୍ତୁ। ସେ କେନ୍ଦ୍ର ସରକାରଙ୍କ ଠାରୁ Y + ବର୍ଗର ସୁରକ୍ଷା ପାଇଛନ୍ତି। କଙ୍ଗନା ହେଉଛନ୍ତି ପ୍ରଥମ ବଲିଉଡ ଅଭିନେତ୍ରୀ ଯିଏକି ଏହି ବିଶେଷ ସୁରକ୍ଷା ପାଇଛନ୍ତି । ୧୦ ରୁ ୧୨ ସିଆରପିଏଫ ଯବାନ ତାଙ୍କୁ ସୁରକ୍ଷା ଦେବା ପାଇଁ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସିଫ୍ଟରେ ନିୟୋଜିତ ହୋଇଥାନ୍ତି। କଙ୍ଗନାଙ୍କ ସୁରକ୍ଷା ପାଇଁ ମାସକୁ ପ୍ରାୟ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ସିଙ୍ଗଲ୍‌ ନା ରିଲେସନଶିପ୍‌ରେ ଅଛନ୍ତି ମେଲୋନି? ଜାଣନ୍ତୁ ତାଙ୍କର ରିଲେସନ ଷ୍ଟାଟସ୍‌…

ନୂଆଦିଲ୍‌ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ଇଟାଲୀ ଗସ୍ତ କରିଥିଲେ, ଯେଉଁଠାରେ ସେ ତାଙ୍କର ଇଟାଲୀୟ ପ୍ରତିପକ୍ଷ, ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ସହ ସାକ୍ଷାତ କରିଥିଲେ। ଏହି…

ମହାଯଜ୍ଞ ନିମନ୍ତେ ପ୍ରସ୍ତୁତି ଶେଷ: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ମହାଯଜ୍ଞ ପରିଚାଳନା କମିଟି ପକ୍ଷରୁ…

ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri