ପାକିସ୍ତାନରେ ରିଲିଜ୍‌ ହୋଇଥିବା ପ୍ରଥମ ରଙ୍ଗୀନ ବଲିଉଡ ଫିଲ୍ମ, ମିଳିଥିଲା ଲୋକପ୍ରିୟତା ହେଲେ ଲଗାଯାଇଥିଲା ବ୍ୟାନ୍‌

ଇସଲାମବାଦ,୮।୨: ‘ମୋଗଲ-ଏ-ଆଜମ’ ଫିଲ୍ମ ୧୯୬୦ଦଶକ ବଲିଉଡର ଐତିହାସିକ ଡ୍ରାମା ଫିଲ୍ମ ଭାବେ ଖ୍ୟାତି ଅର୍ଜନ କରିଛି। ଏହି ଫିଲ୍ମକୁ ଦିଲୀପ କୁମାରଙ୍କ ତାଙ୍କ କ୍ୟାରିଅରର କ୍ଲାସିକ ଫିଲ୍ମ ଭାବେ ପରିଚିତ କରାଯାଏ। କିନ୍ତୁ ଆଶ୍ଚର୍ଯ୍ୟର କଥା ସେ ଏହି ଫିଲ୍ମର ପ୍ରଥମ ପସନ୍ଦ ନ ଥିଲେ। ମୋଗଲ-ଏ-ଆଜମ ସହିତ ଜଡିତ ଏହିପରି ଅନେକ କାହାଣୀ ଅଛି, ଯାହା ସିନେମା ଜଗତରେ ଏକ ନିଆରା ପ୍ରେମ କାହାଣୀ ଭାବେ ପରିଚିତ। କେ.ଆସିଫଙ୍କ ନିର୍ଦ୍ଦେଶନାରେ ନିର୍ମିିତ ଏହି ଫିଲ୍ମଟି ପ୍ରେମୀଯୁଗଳଙ୍କ ମନରେ ବସା ବାନ୍ଧି ରହିଛି।

‘ମୋଗଲ-ଏ-ଆଜମ’ ଏକ ମଲ୍ଟି ଷ୍ଟାରର ଫିଲ୍ମ ଥିଲା। ଏହାକୁ ପ୍ରୀତିରାଜ, ଦିଲୀପ କୁମାର, ମଧୁବାଲା ପରି ଅନେକ ଲୋକପ୍ରିୟ ଷ୍ଟାର ଅଭିନୟ କରିଥିଲେ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଏହି ଫିଲ୍ମର ଆଇକନିକ ଭୂମିକାରେ ଲୋକପ୍ରିୟ ହୋଇଥିବା ଦିଲୀପ କୁମାର ଓ ମଧୁବାଲା ପ୍ରଥମ ପସନ୍ଦ ନ ଥିଲେ। ଆସିଫ ନର୍ଗିସ, ଚନ୍ଦ୍ର ମୋହନ ଓ ଡି.କେ ସାପ୍ରୁଙ୍କ ସହ ଏହି ଫିଲ୍ମ ନିର୍ମାଣ କରିବାକୁ ଚାହୁଁଥିଲେ। ତେବେ ପରେ ମଧୁବାଲାଙ୍କୁ କାଷ୍ଟ କରାଯାଇଥିଲା।

ଦିଲୀପ କୁମାର ଓ ମଧୁବାଲାଙ୍କ ଅଭିନୀତ ଏହି ଫିଲ୍ମଟି ପାକିସ୍ତାନରେ ମୁକ୍ତିଲାଭ କରିଥିବା ପ୍ରଥମ ରଙ୍ଗୀନ ଫିଲ୍ମ ଅଟେ। ଭାରତ ସହିତ ପାକିସ୍ତାନରେ ମଧ୍ୟ ଏହି ଫିଲ୍ମ ଲୋକଙ୍କୁ ଦିଓ୍ବାନା କରିଥିଲା। IMDBର ରିପୋର୍ଟ ଅନୁଯାୟୀ, ୧୯୬୫ରେ ଭାରତ-ପାକିସ୍ତାନ ତିକ୍ତତା ପରେ ମୋଗଲ-ଏ-ଆଜମ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା। କିନ୍ତୁ, ଏହା ପାକିସ୍ତାନରେ ଖୁବ୍‌ ଲୋକପ୍ରିୟ ହୋଇପାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?