ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କଲା ପ୍ରଶାସନ

ଗଞ୍ଜାମ,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ଏଥିସହିତ ୱାଡ୍‌ ନଂ. ୩ ଓ ୪ ଦୁର୍ଗା ଦେବୀ ସାହି, ମଧ୍ୟଖଣ୍ଡ ସାହି ଓ ରଘୁନାଥ ସାହିକୁ ସମ୍ପୂର୍ଣ ନିଷିଦ୍ଧାଞ୍ଚଳ କରାଯାଇଛି l ମଙ୍ଗଳବାର ଦୁର୍ଗାଦେବୀ ସାହିର ଜଣେ ଯୁବକ କରୋନା ପଜିଟିଭ ସନ୍ଦେହକରି ପ୍ରଶାସନ ପକ୍ଷରୁ କୋଭିଡ୍‌ ୧୯ ଗାଡିରେ ଶିତଳାପଲ୍ଲୀ କୋଭିଡ୍‌ ସେଣ୍ଟରକୁ ପଠାଯାଇଥିବା ଜଣାପଡିଛି l ଏହାପରେ ଗଞ୍ଜାମ ସହରବାସୀ ଭୟଭୀତ ହୋଇପଡିଛନ୍ତି l ସ୍ଥାନୀୟ ପ୍ରଶାସନ, ବଡିଓ ଜ୍ୟୋତି ଶଙ୍କର ରାୟ, ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ, ଶ୍ରୀଚନ୍ଦନ ବେହେରା, ସୁକାନ୍ତ ପ୍ରଧାନ ପ୍ରମୁଖ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?