ଆସୁଛି ପ୍ରଥମ କୋଭିଡ୍‌ ବଟିକା

ଓ୍ବାଶିଂଟନ, ୧।୧୦:କୋଭିଡ୍‌-୧୯ ଚିକିତ୍ସା ପାଇଁ ମର୍କ ଏବଂ ରିଜ୍‌ବ୍ୟାକ୍‌ ବାୟୋଥେରାପୁଟିକ୍ସ କମ୍ପାନୀ ମିଳିତ ଭାବେ ପ୍ରସ୍ତୁତ କରିଥିବା ଟାବ୍‌ଲେଟ ମଲନୁପିରାଭିର ରୋଗୀଙ୍କ ହସ୍ପିଟାଲରେ ଭର୍ତ୍ତି ହେବା ଓ ମୃତ୍ୟୁ ଆଶଙ୍କାକୁ ୫୦ ପ୍ରତିଶତ ହ୍ରାସ କରିପାରୁଥିବା ତୃତୀୟ ପର୍ଯ୍ୟାୟ ପରୀକ୍ଷାରୁ ଜଣାପଡ଼ିଛି। କୋଭିଡ୍‌ ଚିକିତ୍ସାରେ ଏହାକୁ ବ୍ୟବହାର କରିବା ଲାଗି ଅନୁମତି ଦେବାକୁ ମର୍କ ଖୁବ୍‌ଶୀଘ୍ର ଆମେରିକା କର୍ତ୍ତୃପକ୍ଷଙ୍କ ନିକଟରେ ଆବେଦନ କରିବାକୁ ଯୋଜନା କରୁଛି। ଅନୁମତି ମିଳିଲେ କୋଭିଡ୍‌ ଚିକିତ୍ସାରେ ମଲନୁପିରାଭିର ପ୍ରଥମ ବଟିକା ହେବ। ତୃତୀୟ ପର୍ଯ୍ୟାୟ ପରୀକ୍ଷାରୁ ଜଣାପଡ଼ିଥିଲା ଯେ ମଲନୁପିରାଭିରରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ମଧ୍ୟରୁ ୨୯ ଦିନ ମଧ୍ୟରେ ମାତ୍ର ୭.୩ ପ୍ରତିଶତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଏବଂ କାହାର ମୃତ୍ୟୁ ହୋଇ ନ ଥିଲା। କିନ୍ତୁ ପ୍ଲେସ୍‌ବୋ ନେଇଥିବା ରୋଗୀଙ୍କ ମଧ୍ୟରୁ ୧୪.୧ ପ୍ରତିଶତ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ କିମ୍ବା ପ୍ରାଣ ହରାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଥରିଲା ଜାପାନ

ଟୋକିଓ,୧୯ା୬: ଜାପାନର ଇଶିକାଓ୍ବା ପ୍ରାନ୍ତ ନୋଟୋ ଅଞ୍ଚଳରେ ଭୟଙ୍କର ଭୂକମ୍ପ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହା ତୀବ୍ରତା ୫.୪ ଥିଲା। ଭୂକମ୍ପ ପ୍ରଭାବରେ ସୁନାମୀ ଆସିବାର...

ହଂକଂରେ ସରକାର ବିରୋଧୀ ବିଶାଳ ର଼୍ୟାଲି

ହଂକଂ,୨୨ା୭(ଏଏଫ୍‌ପି): ହଂକଂରେ ସରକାର ବିରୋଧୀ ଆନ୍ଦୋଳନ ଥମିବା ନାଁ ଧରୁନାହିଁ। ରବିବାର ହଜାର ହଜାର ଲୋକ ସରକାର ବିରୋଧୀ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ବାହାରିଥିଲେ। ଚାଇନା...

ପ୍ରତିରକ୍ଷା ବ୍ୟୟ ୨ ଟ୍ରିଲିୟନ ଡଲାର ଟପିଲା

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ, ୨୬ା୪: କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତିରେ ମାନ୍ଦାବସ୍ଥା ସତ୍ତ୍ୱେ ପ୍ରତିରକ୍ଷା ବ୍ୟୟ ବୃଦ୍ଧି ପାଇଛି। ୨୦୨୧ରେ ବିଶ୍ୱର ମୋଟ ସାମରିକ ବ୍ୟୟ ୨.୧...

ପାକିସ୍ତାନରେ ସକ୍ରିୟ ଆତଙ୍କବାଦୀ ସଙ୍ଗଠନ, କଡା କାର୍ଯ୍ୟନୁଷ୍ଠାନ ଜରୁରୀ: ହ୍ୟାରିସ-ମୋଦି

ୱାଶିଂଟନ,୨୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ଆମେରିକାର ଉପରାଷ୍ଟ୍ରପତି ତଥା ଭାରତୀୟ ମୂଳ ବାସିନ୍ଦା କମଲା ହ୍ୟାରିସଙ୍କୁ ଭେଟିଛନ୍ତି । ଏହି...

ଆମେରିକାର ସତ କହିଲା, ଜେଲେନସ୍କି କାହା କଥା ଶୁଣୁ ନାହାନ୍ତି …

ଓ୍ବାଶିଂଟନ/କ୍ୱିଭ୍‌, ୧୧।୬ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନା ଧରୁନି। ଏପରିସ୍ଥଳେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏ ବିଷୟରେ ଏକ...

ଆଫଗାନୀଙ୍କୁ ଅନାଥ କଲା ତାଲିବାନ ଶାସନ…

କାବୁଲ,୨୯।୮: ଆଫଗାନିସ୍ତାନରେ ତାଲିବାନର କ୍ଷମତା ଦଖଲ ପରେ ଏବେ ଆଫଗାନୀମାନେ ଅନାଥ ହୋଇ ପଡ଼ିଛନ୍ତି। ଜୀବନ ଭୟ ଏବଂ ତାଲିବାନୀ କଟକଣାକୁ ସହ୍ୟ ନ କରିବା...

ଏକଦା ରାତାରାତି ଭୟରେ ଖାଲି ହୋଇଯାଇଥିଲା ଏହି ସହର

ବିଶ୍ୱରେ ଅନେକ କିଛି ରହସ୍ୟ ଅଛି, ଯାହା ବିଷୟରେ ପ୍ରାୟ ସମସ୍ତେ ଜାଣନ୍ତି ନାହିଁ। ଏପରି ଏକ ରହସ୍ୟ ପୂର୍ଣ୍ଣ ଯାଗା ହେଉଛି ସାଇପ୍ରସର ଭରୋସା...

୧୫ ଜଣଙ୍କୁ କ୍ଷମା ଦେଲେ ଟ୍ରମ୍ପ୍‌

ଓ୍ବାଶିଂଟନ, ୨୪।୧୨: ଆମେରିକା ନିର୍ବାଚନରେ ପରାଜିତ ହୋଇଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷମତାରୁ ଯିବା ପୂର୍ବରୁ ୧୫ ଜଣଙ୍କୁ କ୍ଷମା ଦେବା ସହ ୫ ଜଣଙ୍କ...

Advertisement
Archives

Model This Week