ଶେଷ ହେଲା ମାଟ୍ରିକର ପ୍ରଥମ ଦିନ ପରୀକ୍ଷା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ମାଟ୍ରିକର ପରୀକ୍ଷା ପ୍ରଥମ ଦିନର ଦ୍ବିତୀୟ ସମେଟିଭ ପରୀକ୍ଷା ଶେଷ ହୋଇଛି। ପ୍ରଥମ ଦିନରେ ଛାତ୍ରୀଛାତ୍ର ଇଂରାଜୀ ପରୀକ୍ଷା ଦେଇଛନ୍ତି। ଗ୍ରୀଷ୍ମପ୍ରବାହ ଓ କୋଭିଡକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଗୁଡିକରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା ବୋର୍ଡ ସଭାପତି କହିଛନ୍ତି । ପରୀକ୍ଷାର ସମୟ ସୀମା ଦୁଇ ଘଣ୍ଟା ରହିଛି। ପରୀକ୍ଷାରେ ପ୍ରଥମ ଘଣ୍ଟାରେ ୫୦ମାର୍କର ଅବ୍‌ଜେକ୍ଟିଭ୍‌ ଓ ୩୦ ମାର୍କର ସବ୍‌ଜେକ୍ଟିଭ୍‌ ପରୀକ୍ଷା ଦେଇଛନ୍ତି ଛାତ୍ରୀଛାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri