ପ୍ରଥମ କିନ୍ନର ନ୍ୟୁଜ୍‌ ଆଙ୍କର, ମାର୍ଚ୍ଚ ୮ରୁ ପଢ଼ିବେ ଖବର

ଢାକା,୬।୩: ଇତିମଧ୍ୟରେ ବାଂଲାଦେଶ ସ୍ବାଧୀନତା ପାଇବା ୫୦ ବର୍ଷ ପୂରଣ କରିଛି। ଏହି ଦେଶକୁ ପ୍ରଥମଥର ପାଇଁ କିନ୍ନର ନ୍ୟୁଜ ଆଙ୍କର ମିଳିଛନ୍ତି। ଏଠାକାର ଏକ ନ୍ୟୁଜ୍‌ ଚ୍ୟାନେଲରେ ପ୍ରଥମ ଥର ପାଇଁ ଜଣେ କିନ୍ନର ନ୍ୟୁଜ୍‌ ଆଙ୍କରଙ୍କୁ ନିଯୁକ୍ତି କରାଯାଇଛି। ତାଙ୍କ ନାଁ ତଶ୍ନୁଭା ଆନନ ଶିଶିର। ଯିଏ କି ଜଣେ ପ୍ରତିଭା ସମ୍ପନ୍ନ ମଡେଲ ଏବଂ ଅଭିନେତ୍ରୀ। ତଶ୍ନୁଭା ଆସନ୍ତା ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ୮ ମାର୍ଚ୍ଚରେ ଖବର ପଢ଼ିବେ।

ତଶ୍ନୁଭା ୨୦୦୭ରେ ଟିଏଟରରେ ମଡେଲିଂ କରିବା ସହିତ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ସେ ଦୁଇବର୍ଷ ପର୍ଯ୍ୟନ୍ତ ମଡେଲିଂ କରିଥିଲେ। ଦୁଇଟି ଫିଚର ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି।

ବର୍ତ୍ତମାନ ସେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ Boishkahi TVରେ ପ୍ରଥମଥର ବୁଲେଟିନ ପ୍ରସ୍ତୁତ କରିବେ। ଏହା ମାଧ୍ୟମରେ ସେ ଏକ ଅଦ୍ଭୁତପୂର୍ବ ଉଦାହରଣ ସୃଷ୍ଟି କରିବେ। ସେ ଜଣେ ଡ୍ୟାନ୍ସର, ମଡେଲ ଏବଂ ଭଏସ ଆର୍ଟିଷ୍ଟ ମଧ୍ୟ। ତଶ୍ନୁଭା ହଜାର ହଜାର କିନ୍ନର ମହିଳାଙ୍କ ପାଇଁ ଏକ ପ୍ରେରଣା ପାଲଟିବେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri