ମହାନଦୀର ପ୍ରଥମ ବନ୍ୟାଜଳ ସମୁଦ୍ରରେ ମିଶୁଛି

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ) : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଚିରସ୍ରୋତା ମହାନଦୀ ପ୍ରବାହିତ ହେଉଛି। ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବା ପରେ ପ୍ରଥମଥର ଏହି ବନ୍ୟା ମହାକାଳପଡ଼ା ଅଞ୍ଚଳର ମହାନଦୀ ଜଳ ସମୁଦ୍ରରେ ମିଶୁଛି। ଏହି ମାଟି ମିଶ୍ରିତ ବନ୍ୟା ଜଳ ସମୁଦ୍ରରେ ମିଶିଲେ ଗଭୀର ଜଳରାଶିରୁ ଇଲିଶି ମାଛ ଯାଅଁାଳ ଦେବା ପାଇଁ ମୁହାଣରେ ମିଶିଥିବା ମାଟିଆ ମିଠା ପାଣିରେ ଡିମ୍ବ ଛାଡ଼ି ଥାନ୍ତି। ଏହି ବର୍ଷାଦିନରେ ଇଲିଶି ମାଛ ବର୍ଷ କରେ ଥରେ ଅଣ୍ଡାଦାନ କରିବାକୁ ମୁହାଣ ଅଭିମୁଖେ ଆସୁଥିବା ଦେଖିବାକୁ ମିଳେ। ଏହି ସମୟରେ ସ୍ଥାନୀୟ ମତ୍ସ୍ୟଜୀବୀମାନେ ଜାଲ ସାହାଯ୍ୟରେ ପ୍ରଚୁର ପରିମାଣରେ ଇଲିଶି ଧରି ବେଶ୍‌ ଭଲ ପଇସା ରୋଜଗାର କରନ୍ତି ବୋଲି ଜମ୍ବୁ ଅଞ୍ଚଳର ମତ୍ସ୍ୟଜୀବୀ ଶକ୍ତିପଦ ମିର୍ଦ୍ଧା କହିଛନ୍ତି। ତାଙ୍କ କହିବା ଅନୁଯାୟୀ, ବର୍ଷରେ ସାଢ଼େ ୭ ମାସ ସାମୁଦ୍ରିକ ପ୍ରବେଶ କଟକଣା ଲାଗୁ ହେବା ପରେ ଏହି ଅଞ୍ଚଳର ପାରମ୍ପରିକ ସାମୁଦ୍ରିକ ମତ୍ସ୍ୟଜୀବୀମାନେ ଉକ୍ତ ସମୟରେ ଜୀବିକା ହରାଇ ଥାନ୍ତି। ତେବେ ବର୍ଷାଦିନ ୪ମାସ ଝଡ ବାତ୍ୟା ଭୟ ରହେ। ଏହି ବର୍ଷାଦିନରେ ଜୀବନ ଜୀବିକା ପାଇଁ ଆମ୍ଭେମାନେ ବନ୍ୟା ଜଳକୁ ଅପେକ୍ଷା କରିଥାଉ।
ବନ୍ୟା ଜଳ ସମୁଦ୍ରରେ ମିଶିଲେ ଗଭୀର ଜଳରାଶିରୁ ଇଲିଶି ମାଛ କୂଳ ଅଭିମୁଖେ ମାଟି ମିଶ୍ରିତ ବନ୍ୟା ଜଳ ଖାଇବାକୁ ଆସିଥାନ୍ତି। ମତ୍ସ୍ୟଜୀବୀମାନେ ଏହି ସମୟରେ ଇଲିଶି ଧରି ଭଲ ପଇସା ରୋଜଗାର କରିଥାନ୍ତି। ବର୍ଷକରେ ସବୁ ସମୟରେ ଏହି ମୂଲ୍ୟବାନ ସାମୁଦ୍ରିକ ମାଛ ମିଳେ ନାହିଁ। ଏହି ଇଲିଶି କିଲୋ ପ୍ରତି ବଜାର ଦର ଅଦ୍ୟାବଧି ୧ ହଜାରରୁ ୨ ହଜାର ଟଙ୍କାରୁ ଅଧିକ ରହିଛି ବୋଲି କୁହାଯାଇଛି। ବ୍ଲକର ଜମ୍ବୁ, ବତିଘର, ଟୁବି, ଖରିନାସୀ, ରାମନଗର, ବଉଳକଣି, ସୁନିତି, ତନ୍ତିଆପାଳ ଆଦି ଅଞ୍ଚଳର ମତ୍ସ୍ୟଜୀବୀ ବର୍ଷାଦିନରେ ସମୁଦ୍ରରୁ ଇଲିଶି ସମେତ ବିଭିନ୍ନ ପ୍ରଜାତିର ସାମୁଦ୍ରିକ ମାଛ ଧରି ପରିବାର ପ୍ରତିପୋଷଣ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri