୧୧ରେ ହୀରାକୁଦ ଛାଡ଼ିବ ପ୍ରଥମ ବନ୍ୟାଜଳ

ସମ୍ବଲପୁର, ୯ା୭(ବ୍ୟୁରୋ):ସମ୍ବଲପୁରସ୍ଥିତ ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ରେ ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂର୍ବାହ୍ନ ୧୧ଟାରେ ଜଳଭଣ୍ଡାର ଗେଟ୍‌ ଖୋଲାଯିବ ବୋଲି ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ସମ୍ବଲପୁର, ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, କନ୍ଧମାଳ, ଅନୁଗୋଳ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଏବଂ ପୁରୀ ଜିଲାପାଳଙ୍କୁ ଅବଗତ କରାଯାଇଛି। ଏଥିସହ ଡ୍ୟାମ୍‌ ତଳମୁଣ୍ଡରେ ବସବାସ କରୁଥିବା ଲୋକଙ୍କୁ ସତର୍କ ରହିବାକୁ କୁହାଯାଇଛି। ମିଳିଥିବା ରିପୋର୍ଟ ଅନୁଯାୟୀ, ବୁଧବାର ଡ୍ୟାମ୍‌ର ଜଳସ୍ତର ୬୦୭.୭୫ ଫୁଟ୍‌ ରହିଥିଲା। ଡ୍ୟାମ୍‌କୁ ପ୍ରତି ସେକେଣ୍ଡରେ ୪୧,୨୧୯ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨୦,୮୦୬ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି। ସେହିପରି ବିଦ୍ୟୁତ୍‌ ଉତ୍ପାଦନ ପାଇଁ ୧୬,୪୬୮ କ୍ୟୁସେକ୍‌, ବିଭିନ୍ନ କେନାଲରେ ୪୦୬୬ କ୍ୟୁସେକ ଓ ଶିଳ୍ପ ପାଇଁ ୨୭ କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି। ରୁଲ୍‌ କର୍ଭ ଅନୁସାରେ ଜୁଲାଇରେ ଡ୍ୟାମରେ ୫୯୦ରୁ ୫୯୫ ଫୁଟ୍‌ ଜଳସ୍ତର ରହିବା କଥା। ହେଲେ ଏବେ ୬୦୭.୭୫ ଫୁଟ୍‌ ରହିଛି। ଉପମୁଣ୍ଡରେ ବର୍ଷା ହେଉଛି। ଏହାକୁ ଦୃଷ୍ଟିରେ ରଖି ବନ୍ୟାଜଳ ନିଷ୍କାସନ କରାଯିବାକୁ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri