କେନ୍ଦୁଝରରେ ପ୍ରଥମ କୁହୁଡ଼ି

କେନ୍ଦୁଝର,୨୬ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଚଳିତ ଶୀତ ଋତୁର ପ୍ରଥମ କୁହୁଡି ରବିବାର ସକାଳେ ଦେଖିବାକୁ ମିଳିଛି। ସକାଳ ୯ଟା ପର୍ଯ୍ୟନ୍ତ ଏହି ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। ସକାଳ ହୋଇଯାଇଥିବା ସତ୍ତ୍ୱେ ମୁଖ୍ୟ ରାସ୍ତାରେ ଲାଇଟ୍‌ ବନ୍ଦ ହୋଇଯାଇଥିବା ବେଳେ ଶହେ ମିଟର ପର୍ଯ୍ୟନ୍ତ ଦୂରକୁ ରାସ୍ତା ଦେଖାଯାଉଥିବାରୁ ଗାଡ଼ି ଚାଳକଙ୍କୁ ଲାଇଟ୍‌ ଜଳାଇ ଯାତାୟାତ କରିବାକୁ ପଡ଼ିଥିଲା। ପ୍ରକୃତି ପ୍ରେମୀ ଏହି କୁହୁଡିଆ ପରିବେଶର ମଜା ଉଠାଇଛନ୍ତି। ଆଜି ତାପମାତ୍ରା ୧୨ ଡିଗ୍ରୀ ରହିଥିବା ବେଳେ ଆକାଶ ମେଘାଚ୍ଛନ୍ନ ଯୋଗୁ କମ୍‌ ଶୀତ ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri