ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ବୁଧବାର ଶେଷ ହୋଇଛି। ବଜେଟ୍‌ ଆଲୋଚନା ବିରତି ପାଇଁ ଜୁଲାଇ ୭ରୁ ୧୨ ଯାଏ ବିଧାନସଭା ସାମୟିକ ଭାବେ ବନ୍ଦ ରହିବ। ଆସନ୍ତା ୧୨ରୁ ଅଧିବେଶନରା ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ସୂଚନାଯୋଗ୍ୟ, ଏହି ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହୋଇଛି। ଆସନ୍ତା ଅଗଷ୍ଟ ୪ ଯାଏ ଚାଲିବ। ଏଥିରେ ମୋଟ ୨୪ଟି କାର୍ଯ୍ୟଦିବସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri