ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ

ଭୁବନେଶ୍ୱର,୧୬।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ରାଜ୍ୟର ୩୦ ଜିଲାର ୭୧ ବ୍ଲକରେ ମତଦାନ ଶେଷ ହୋଇଛିା ପ୍ରତି ବ୍ଲକ୍‌ ହେଡ୍‌ କ୍ୱାଟରରେ ଗୋଟିଏ ଲେଖାଏ ମହିଳାମାନଙ୍କ ପାଇଁ ପିଙ୍କ୍‌ ବୁଥ ଖୋଲାଯାଇଛି । ଦିନ ଗୋଟିଏ ସୁଦ୍ଧା ଯେଉଁମାନେ ବୁଥ ଭିତରେ ଥିବେ ସେମାନଙ୍କୁ ଭୋଟ ଦେବାକୁ ସୁଯୋଗ ଦିଆଯାଉଛି । ୨୦୦ ଜିଲା ପରିଷଦ ଆସନର ଭୋଟିଂ ହୋଇଛି । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରିଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର । ରାଜ୍ୟରେ ମୋଟ ୧୩ ହଜାର ୭୮୫ଟି ଉତ୍ତେଜନା ପ୍ରବଣ ବୁଥ ଚିହ୍ନଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri