ରାତି ପାହିଲେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୧୫।୨(ବ୍ୟୁରୋ): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ୩୦ ଜିଲାର ୨ ଶହ ଜିଲା ପରିଷଦ ଜୋନ୍‌ ଓ ୧୬୬୯ ପଞ୍ଚାୟତରେ ଭୋଟଗ୍ରହଣ କରାଯିବ । ଏଥିପାଇଁ ୨୨ ହଜାର ୩୭୯ ବୁଥ୍‌ ଖୋଲିଛି । ସୋମବାର ୧୧ଟି ଜିଲାର ବୁଥ୍‌କୁ ପୋଲିଂ ପାର୍ଟି ଯାଇଥିବା ବେଳେ ଆଜି ୧୯ ଜିଲାର ବୁଥ୍‌କୁ ପୋଲିଂ କର୍ମଚାରୀ ଯିବେ । ମଙ୍ଗଳବାର ସକାଳ ୭ରୁ ଦିନ ୧ ପର୍ଯ୍ୟନ୍ତ ମତଦାନ ହେବ । ଏହାକୁ ଦୃଷ୍ଟିରେ ରଖି ସମ୍ବେଦନଶୀଳ ଅଞ୍ଚଳରେ ପୋଲିସ ଫ୍ଲାଗମାର୍ଚ୍ଚ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

‘ଘିବଲି’ ଦୁନିଆ: ଅପରାଧ ଓ ଆଇନ

ମସାମୟିକ ଧାରାରେ ନିଜକୁ ଅଂଶୀଦାର କରିବାର ମାନସିକତା ବିଶ୍ୱ, ପରିବେଶ ସର୍ବୋପରି ମାନବ ସଭ୍ୟତାକୁ ତା’ର ଅଜ୍ଞାତସାରରେ ବିଲୟର କେଉଁ ଦିଗକୁ ଟାଣିନେଇ ଚାଲିଛି ତାହା ବୋଧହୁଏ…

ନାଗରିକ ସ୍ବାଧୀନତା କ୍ଷୁଣ୍ଣ

୨୦୨୧ ମସିହା ୫ ମାର୍ଚ୍ଚରେ ଭାରତ ସରକାରଙ୍କ ପ୍ରେସ୍‌ ଇନ୍‌ଫର୍ମେଶନ ବ୍ୟୁରୋ (ପିଆଇବି) ପକ୍ଷରୁ ଏକ ବିବୃତି ଜାରି କରାଯାଇଥିଲା, ଯାହାର ଶୀର୍ଷକ ଥିଲା ”ଏକ ସ୍ବାଧୀନ…

୩ ରାଶିଙ୍କ ଉପରେ ପଡିଲା ଶନିଙ୍କ ଶୁଭଦୃଷ୍ଟି: ୨୦୨୭ ମଝି ଯାଏ ଗୋଲ୍‌ଡେନ୍‌ ଟାଇମ୍‌, ମାଲାମାଲ ସହ ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶନିଙ୍କ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହାର ପ୍ରଭାବ ୨୦୨୭ ପର୍ଯ୍ୟନ୍ତ ଦେଖିବାକୁ ମିଳିପାରେ ବୋଲି ଜ୍ୟୋତିଷୀଙ୍କ…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?