ମାଛ ବଦଳାଇଦେଲା ମତ୍ସଜୀବୀଙ୍କ ଭାଗ୍ୟ, ଏକାଥରକେ ଲକ୍ଷପତି

ଚାନ୍ଦବାଲି ଅଫିସ,୨୩।୭: ଭଦ୍ରକ ଜିଲା ଧାମରା ଚାନ୍ଦନୀପାଳ ଅଞ୍ଚଳରେ ଜଣେ ମତ୍ସ୍ୟଜୀବୀଙ୍କ ଜାଲରେ ୩୨ କିଲୋ ଓଜନର ତେଲିଆ ମାଛ ପଡ଼ିଛି। ଏହାକୁ ସେ ୩ ଲକ୍ଷ ୧୦ ହଜାର ଟଙ୍କାରେ ବିକ୍ରି କରିଥିବା ଜଣାପଡ଼ିଛି । ଚାନ୍ଦିନୀପାଳ ମତ୍ସ୍ୟ ପୋତାଶ୍ରୟର ତାଳଛୁଆ ଅଞ୍ଚଳର ହାଫିଜ ଉଲ୍ଲାଙ୍କ ମାଛଧରା ବୋଟରେ ଏହି ୩୨ କେଜି ଓଜନରେ ତେଲିଆ ମାଛ ପଡିଥିଲା। ମାଛ ଧରାଯିବା ପରେ ଏହାକୁ କୋଲକାତାର ଏକ କମ୍ପାନୀ ୩ ଲକ୍ଷ ୧୦ହଜାର ଟଙ୍କାରେ କିଣିଛି । ଲକ୍ଷାଧିକ ଟଙ୍କାରେ ମାଛ ବିକ୍ରି କରିଥିବାରୁ ମତ୍ସ୍ୟଜୀବୀ ବହୁତ ଖୁସି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri