ବଢୁଛି ବନ୍ୟା ମୃତକଙ୍କ ସଂଖ୍ୟା

ଇସଲାମାବାଦ,୨ା୯: ପାକିସ୍ତାନରେ ବନ୍ୟା ଜନିତ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ଏହି ସଂଖ୍ୟା ପ୍ରାୟ ୧୨୦୦ରେ ପହଞ୍ଚିଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବିବୃତ୍ତିରେ କୁହାଯାଇଛି, ଜୁନ୍‌ ୧୪ରୁ ବର୍ଷା ଓ ବନ୍ୟା ଯୋଗୁ ଅତି କମ୍‌ରେ ୧,୧୮୬ ଜଣଙ୍କର ମୃତ୍ୟୁ ହୋଇସାରିଲାଣି।

ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ କହିଛନ୍ତି, ସାରା ଦେଶରେ ବନ୍ୟା ଯୋଗୁ ୨୫୬ ଜଣ ଆହତ ବି ହୋଇଛନ୍ତି। ଏହି ବନ୍ୟା ଦ୍ୱାରା ଦେଶର ୮୦ଟି ଜିଲା ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଅବୈଧ ଭାବେ ପ୍ରବେଶ କରିଥିବା ୧୪୫ ଜଣ ଭାରତୀୟ ସ୍ବଦେଶ ଫେରିଲେ

ଓ୍ବାଶିଂଟନ,୨୦।୧୧: ଆମେରିକାରେ ଅବୈଧ ଭାବେ ପ୍ରବେଶ କରିଥିବା ୧୪୫ ଜଣ ଭାରତୀୟ ବୁଧବାର ସ୍ବଦେଶ ଫେରିଛନ୍ତି। ବାଂଲାଦେଶ  ଦେଇ ସେମାନେ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ...

ଐତିହାସିକ ରାୟ: ଏହି ମହିଳାଙ୍କୁ ମିଳିଲା ଇଚ୍ଛା ମୃତ୍ୟୁର ଅଧିକାର, ଖୁସି କହିଲେ ନ ସରେ…

ଲିମା,୪।୩: ୪୪ ବର୍ଷୀୟା ଜଣେ ମହିଳା କିଛି ବର୍ଷ ଧରି ‘ଇଚ୍ଛା ମୃତ୍ୟୁ ଅଧିକାର’ ପାଇଁ ଲଢୁଥିଲେ। ବର୍ତ୍ତମାନ ପେରୁ ସରକାର ଏକ ଐତିହାସିକ ରାୟ...

ସ୍ପେସ୍‌ରେ ହେବ ପିଜା ପାର୍ଟିି, ରକେଟ ବୋହି ନେଲା ଆବଶ୍ୟକ ସାମଗ୍ରୀ…

ୱାଶିଂଟନ,୧୧।୮: ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନକୁ ପିଜା ନେଇ ଏକ ରକେଟ ଯାତ୍ରା କରିଛି। ଏଥିରେ ୭ ଜଣ ମହାକାଶଚାରୀଙ୍କ ପାଇଁ ଆବଶ୍ୟକ ଖାଦ୍ୟ ସାମଗ୍ରୀ ରହିଛି।...

ଇମ୍ରାନଙ୍କୁ ମିଳିଲା ୭୨ ଘଣ୍ଟା: ନ୍ୟାଶନାଲ ଆସେମ୍ଲି ୩ ଏପ୍ରିଲ ପର୍ଯ୍ୟନ୍ତ ସ୍ଥଗିତ

ଇସଲାମାବାଦ,୩୧ ।୩: ପାକିସ୍ତାନର ଅବସ୍ଥା ବେଳକୁ ବେଳ ବଦଳିବାରେ ଲାଗିଛି । ପାକିସ୍ତାନ ଆସେମ୍ଲିର ଡେପୁଟି ସ୍ପିକର ସଂସଦରେ ଭୋଟିଂ ପୂର୍ବରୁ ୩ ଏପ୍ରିଲ ସକାଳ...

ଆକାଶରେ ପିଟି ହେଲେ ବାୟୁ ସେନାର ଦୁଇ ବିମାନ

ସିଓଲ,୧।୪: ଦକ୍ଷିଣ କୋରିଆ ବାୟୁ ସେନାର ଦୁଇ ଯୁଦ୍ଧ ବିମାନ ଶୁକ୍ରବାର ଟ୍ରେନିଂ ବେଳେ ମଝି ଆକାଶରେ ପରସ୍ପର ସହ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ...

ସବୁଠୁ ମୋଟା ହେବାକୁ ଚାହୁଁଥିଲେ ଯୁବତୀ, ହେଲେ ପ୍ରେମିକଙ୍କ ପାଇଁ….

ମେଦବହୁଳତା ଦୁନିଆର ସବୁଠୁ ବଡ଼ ସମସ୍ୟା। ଶରୀରରୁ ଚର୍ବି କମ୍‌ କରିବା ପାଇଁ ଲୋକେ ଡାଇଟ୍‌ ଠାରୁ ଆରମ୍ଭ କରି ଜିମ୍‌ ଯିବା ପର୍ଯ୍ୟନ୍ତ ବହୁତ...

ଟାଇମ ମାଗାଜିନ୍‌ରେ ଶିଞ୍ଜୋ ଆବେ

ଓ୍ବାଶିଂଟନ୍‌/ଟୋକିଓ, ୧୧ା୭: ଜାପାନର ପରଲୋକଗତ ଲୋକପ୍ରିୟ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ଜଣାଶୁଣା ପତ୍ରିକା ‘ଟାଇମ୍‌’ ଶ୍ରଦ୍ଧାଞ୍ଜଳି ଦେଇଛି। ଟାଇମ୍‌ର ପ୍ରଚ୍ଛଦପଟରେ ଆବେଙ୍କ...

ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ

ସିଓଲ,୧୨ା୫: ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସତର୍କ କରିଦିଆଯାଇଛି। କଟକଣା କୋହଳ ହେବା ପରେ ରବିବାର ସଂକ୍ରମଣ ମାସକ...

Advertisement
Archives

Model This Week