Posted inଫୁରସତ

ରାସ୍ତାରେ ଚାଲୁଥିଲା ବନ୍ୟା ପାଣି: ପହଁରିବା ପାଇଁ ଡେଇଁଲେ ଯୁବକ, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଦୁନିଆରେ ଜୀବନକୁ ସଠିକ୍‌ ଢଙ୍ଗରେ ଉପଭୋଗ କରୁଥିବା ଲୋକଙ୍କ ଅଭାବ ନାହିଁ। ଜୀବନରେ ଯେତେ ବାଧାବିଘ୍ନ ଆସୁନାହିଁ କାହିଁକି ସେମାନେ ପ୍ରତିଟି ମୁହୂର୍ତ୍ତ ଉପଭୋଗ କରିବାକୁ ଚେଷ୍ଟା କରନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯାହା ଦେଖିବା ପରେ ଜୀବନକୁ ଉପଭୋଗ କରିବାର ସଠିକ ଉପାୟ ବିଷୟରେ ଜାଣି ହେବ।
ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ବନ୍ୟା ଜଳ ଅତି ଦ୍ରୁତ ଗତିରେ ପ୍ରବାହିତ ହେଉଛି। ଏପରି ପରିସ୍ଥିତିରେ ଜଣେ ଯୁବକ କିଛି ଚିନ୍ତା ନ କରି ଦ୍ରୁତ ପ୍ରବାହିତ ଜଳକୁ ଡେଇଁପଡି ପହଁରିବା ଆରମ୍ଭ କରନ୍ତି। ଯୁବକି ଏହି ବିପର୍ଯ୍ୟୟକୁ ଉପଭୋଗ କରୁଥିବା ଦେଖାଯାଏ। ତଥାପି ଏହା କରିବା ବିପଜ୍ଜନକ ପ୍ରମାଣିତ ହୋଇପାରେ। କାରଣ ଆଗରେ ଏକ ଗର୍ତ୍ତ କିମ୍ବା ଏକ ଭାରୀ ପଥର ଥାଇପାରେ, ଯାହା ଖସିଯିବା କିମ୍ବା ଆଘାତ ହେବାର ଆଶଙ୍କା ସୃଷ୍ଟି କରିପାରେ। ଏହି ଭିଡିଓ ଦେଖିବା ମଜାଳିଆ ମନେହୁଏ, କିନ୍ତୁ ଏହି ପ୍ରକାର ଷ୍ଟଣ୍ଟ ଜୀବନ ପାଇଁ ବିପଦପୂର୍ଣ୍ଣ ବୋଲି ପ୍ରମାଣ କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri